ଜାତୀୟ

Unrest Shakes Bangladesh: ଭାରତ ବିରୋଧରେ ଜହର ଓଗାଳୁଛି ବାଂଲାଦେଶ । କାହିଁକି ଚୁପ୍ ଭାରତ? ଏହା ଝଡ଼ ପୂର୍ବର ନୀରବତା କି?

ପଡ଼ୋଶୀ ବାଂଲାଦେଶ ଏବେ ଜଳୁଛି । ବିଶେଷକରି ବାଂଲାଦେଶର ଛାତ୍ରନେତା ଓ ପ୍ରଖର ଭାରତ ବିରୋଧୀ ଉସମାନ ହାଦି ମୃତ୍ୟୁବରଣ କରିବା ପରେ ସ୍ଥିତି ଅସମ୍ଭାଳ ହୋଇପଡ଼ିଛି । ଏହି ଘଟଣାପରେ ସେଠାରେ ଭାରତ ବିରୋଧୀ ମନୋଭାବ ବଢ଼ିବାରେ ଲାଗିଛି ।

ଢାକା: ପଡ଼ୋଶୀ ବାଂଲାଦେଶ ଏବେ ଜଳୁଛି । ବିଶେଷକରି ବାଂଲାଦେଶର ଛାତ୍ରନେତା ଓ ପ୍ରଖର ଭାରତ ବିରୋଧୀ ଉସମାନ ହାଦି ମୃତ୍ୟୁବରଣ କରିବା ପରେ ସ୍ଥିତି ଅସମ୍ଭାଳ ହୋଇପଡ଼ିଛି । ଏହି ଘଟଣାପରେ ସେଠାରେ ଭାରତ ବିରୋଧୀ ମନୋଭାବ ବଢ଼ିବାରେ ଲାଗିଛି । କାରଣ ସେଠାକାର ଲୋକମାନେ ଭାବୁଛନ୍ତି ଏହି ହତ୍ୟା ପଛରେ ଭାରତ ରହିଛି । ସେଠାରେ ଥିବା ଏହି ଭାରତ ବିରୋଧୀ ମନୋଭାବର ପରିଣତି ଭୋଗୁଛନ୍ତି ସେଠାକାର ନିରୀହ ହିନ୍ଦୁ ଜନତା । ସରକାର ସେମାନଙ୍କୁ ବଞ୍ଚାଇବେ କଣ ଭାରତ ବିରୋଧୀଙ୍କ ସ୍ବରରେ ସ୍ବର ମିଳାଉଛନ୍ତି । ଏପରିକି ଖୋଦ ଅସ୍ଥାୟୀ ସରକାରର ମୁଖିଆ ମହମ୍ମଦ ୟୁନୁସ ଭାରତର ଉତ୍ତରପୂର୍ବାଞ୍ଚଳକୁ କାଟିଦେବାକୁ ଖୋଲାଖୋଲି ଧମକ ଦେଉଛି ।

 

ସୌଜନ୍ୟ ସମ୍ବାଦ

Leave a Reply

Your email address will not be published. Required fields are marked *

Back to top button