Breaking News

ଜାନୁଆରିରେ ହିତାଧିକାରୀମାନଙ୍କୁ ମିଳିବ ନୂଆ ରାସନ କାର୍ଡ: ଯୋଗାଣ ମନ୍ତ୍ରୀ

ଜାନୁଆରିରେ ନୂଆ ରାସନ କାର୍ଡ ଦିଆଯିବ। ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ସେ କହିଛନ୍ତି, ଚଳିତ ମାସରେ ଇ-କେୱାଇସି ଯାଞ୍ଚ ସରିବ। ଗତ ଜୁଲାଇ ମାସରୁ ଆରମ୍ଭ ହୋଇଥିବା ଇ-କେୱାଇସି ଯାଞ୍ଚ ନଭେମ୍ବରରେ ସରିବ।

0

ଭୁବନେଶ୍ବର: ଜାନୁଆରିରେ ନୂଆ ରାସନ କାର୍ଡ ଦିଆଯିବ। ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ସେ କହିଛନ୍ତି, ଚଳିତ ମାସରେ ଇ-କେୱାଇସି ଯାଞ୍ଚ ସରିବ। ଗତ ଜୁଲାଇ ମାସରୁ ଆରମ୍ଭ ହୋଇଥିବା ଇ-କେୱାଇସି ଯାଞ୍ଚ ନଭେମ୍ବରରେ ସରିବ। ୧୬ ଲକ୍ଷରୁ ଅଧିକ ଅଯୋଗ୍ୟ ହିତାଧିକାରୀ ଚିହ୍ନଟ ହୋଇଛନ୍ତି।

ଇ-କେୱାଇସି ପ୍ରକ୍ରିୟା ଜାରି ରହିଥିବା ବେଳେ ଆଉ କିଛି ଦିନ ପରେ ଏହା ଶେଷ ହେବ। ପ୍ରକ୍ରିୟା ଶେଷ ହେଲା ପରେ ରାଜ୍ୟରେ କେତେ ଜଣ ଲୋକ ରାସନକାର୍ଡରେ ସାମିଲ ହୋଇଛନ୍ତି, ଏହାର ତାଲିକା ପ୍ରସ୍ତୁତ ହେବ। ଇ-କେୱାଇସି ଯାଞ୍ଚ ସରିବା ପରେ ହିତାଧିକାରୀମାନଙ୍କୁ ଜାନୁଆରୀରେ ମିଳିବ ନୂଆ ରାସନ କାର୍ଡ।
ଏବେ ବି ଇ-କେୱାଇସି ପ୍ରକ୍ରିୟା ଜାରି ରହିଥିବା ବେଳେ ଆଉ କିଛି ଦିନ ପରେ ଏହା ଶେଷ ହେବ। ପ୍ରକ୍ରିୟା ଶେଷ ହେଲା ପରେ ରାଜ୍ୟରେ କେତେ ଜଣ ଲୋକ ରାସନକାର୍ଡରେ ସାମିଲ ହୋଇଛନ୍ତି, ଏହାର ତାଲିକା ପ୍ରସ୍ତୁତ ହେବ। ଇ-କେୱାଇସି ଯାଞ୍ଚ ସରିବା ପରେ ହିତାଧିକାରୀମାନଙ୍କୁ ଜାନୁଆରୀରେ ମିଳିବ ନୂଆ ରାସନ କାର୍ଡ।

ସୌଜନ୍ୟ – ସମ୍ବାଦ

Leave A Reply

Your email address will not be published.