Breaking News

ତଳମୁହାଁ ହେଉଛି ପାରଦ: ବଢୁଛି ଶୀତର ପ୍ରକୋପ

ଓଡ଼ିଶାର ଦାର୍ଜିଲିଙ୍ଗ ଭାବେ ପରିଚିତ ଘୁ.ଉଦୟଗିରିର ପାରଦ ତଳମୁହାଁ ହେଉଛିl ସ୍ଥାନୀୟ ଅଞ୍ଚଳରେ ପୁଣି ଥରେ ଶୀତର ପ୍ରକୋପ ବଢିବାରେ ଲାଗିଛି। କିଛିଦିନର ଦିନର ବ୍ଯବଧାନରେ ପୁଣିଥରେ ପାରଦ ତଳକୁ ଖସୁଛି।

ଜି ଉଦୟଗିରି: ଓଡ଼ିଶାର ଦାର୍ଜିଲିଙ୍ଗ ଭାବେ ପରିଚିତ ଘୁ.ଉଦୟଗିରିର ପାରଦ ତଳମୁହାଁ ହେଉଛିl ସ୍ଥାନୀୟ ଅଞ୍ଚଳରେ ପୁଣି ଥରେ ଶୀତର ପ୍ରକୋପ ବଢିବାରେ ଲାଗିଛି। କିଛିଦିନର ଦିନର ବ୍ଯବଧାନରେ ପୁଣିଥରେ ପାରଦ ତଳକୁ ଖସୁଛି। ଆଜି ଘୁ.ଉଦୟଗିରିର ସର୍ବନିମ୍ନ ତାପମାତ୍ରା ୯.୨ ଡିଗ୍ରିରେ ପହଞ୍ଚି ଥିବା କୃଷି ଗବେଷଣା କେନ୍ଦ୍ର ଓ ଭାରତୀୟ ପାଣିପାଗ ବିଭାଗ ରେକର୍ଡ କରିଛି।

 

 

ସୌଜନ୍ୟ-ସମ୍ୱାଦ

Comments are closed.