Breaking News

ନବ ଦାସ ହତ୍ୟାକାଣ୍ଡରେ ବହୁତ ବଡ଼ ବଡ଼ ମୁଣ୍ଡ ଅଛନ୍ତି: ଜୟ ନାରାୟଣ ମିଶ୍ର

ନବ ଦାସ ହତ୍ୟାକାଣ୍ଡରେ ଆଜି ପୁଣି ବିସ୍ଫୋରକ ବୟାନ ଦେଇଛନ୍ତି ବିଜେପି ବିଧାୟକ ଜୟ ନାରାୟଣ ମିଶ୍ର । ସେ କହିଛନ୍ତି, ନବ ଦାସ ହତ୍ୟାକାଣ୍ଡରେ ବହୁତ ବଡ଼ ବଡ଼ ମୁଣ୍ଡ ଅଛନ୍ତି, ଯେଉଁମାନେ ଏହି ତଦନ୍ତକୁ ଠିକ୍‌ ଭାବେ କରିବାକୁ ଦେଉ ନାହାନ୍ତି । ସଠିକ୍ ତଦନ୍ତ ହେଲେ ସେମାନଙ୍କ ମୁଣ୍ଡ ଗଡ଼ିବ ।

ଭୁବନେଶ୍ବର: ନବ ଦାସ ହତ୍ୟାକାଣ୍ଡରେ ଆଜି ପୁଣି ବିସ୍ଫୋରକ ବୟାନ ଦେଇଛନ୍ତି ବିଜେପି ବିଧାୟକ ଜୟ ନାରାୟଣ ମିଶ୍ର । ସେ କହିଛନ୍ତି, ନବ ଦାସ ହତ୍ୟାକାଣ୍ଡରେ ବହୁତ ବଡ଼ ବଡ଼ ମୁଣ୍ଡ ଅଛନ୍ତି, ଯେଉଁମାନେ ଏହି ତଦନ୍ତକୁ ଠିକ୍‌ ଭାବେ କରିବାକୁ ଦେଉ ନାହାନ୍ତି । ସଠିକ୍ ତଦନ୍ତ ହେଲେ ସେମାନଙ୍କ ମୁଣ୍ଡ ଗଡ଼ିବ । ସେଥିପାଇଁ ତଦନ୍ତକୁ ଦିଗହରା କରିବାରେ ଚାହୁଁଛନ୍ତି । ସରକାର ସ୍ପଷ୍ଟତାର ସହିତ ଆସି ତଦନ୍ତକୁ ଆଉ ଆଗକୁ ନେବା କଥା ।

ପୁଣି ବିସ୍ଫୋରକ ବୟାନ ଦେଇଛନ୍ତି ବିଜେପି ବିଧାୟକ ଜୟ ନାରାୟଣ ମିଶ୍ର । ସେ କହିଛନ୍ତି, ନବ ଦାସ ହତ୍ୟାକାଣ୍ଡରେ ବହୁତ ବଡ଼ ବଡ଼ ମୁଣ୍ଡ ଅଛନ୍ତି, ଯେଉଁମାନେ ଏହି ତଦନ୍ତକୁ ଠିକ୍‌ ଭାବେ କରିବାକୁ ଦେଉ ନାହାନ୍ତି । ସଠିକ୍ ତଦନ୍ତ ହେଲେ ସେମାନଙ୍କ ମୁଣ୍ଡ ଗଡ଼ିବ । ସେଥିପାଇଁ ତଦନ୍ତକୁ ଦିଗହରା କରିବାରେ ଚାହୁଁଛନ୍ତି । ସରକାର ସ୍ପଷ୍ଟତାର ସହିତ ଆସି ତଦନ୍ତକୁ ଆଉ ଆଗକୁ ନେବା କଥା । ନବ ଦାସ ହତ୍ୟାକାଣ୍ଡରେ ପୂର୍ବର ତଦନ୍ତ ପ୍ରକ୍ରିୟାକୁ କାଠଗଡାକୁ ଟାଣିଲେ ଜୟନାରାୟଣ । ଲାଟ୍ରିନ ଭିତରୁ କାଗଜ ବାହାରିବା ଘଟଣାକୁ ଡ୍ରାମା କହିଲେ ଜୟନାରାୟଣ । ଲାଟ୍ରିନ ଭିତରୁ ତିନି ଦିନ ପରେ କାଗଜ ବାହାରିବ କି ବୋଲି ପ୍ରଶ୍ନ କରିଛନ୍ତି । ଏସବୁ ବେକାର କଥା, ସେତେବେଳ କେବଳ ଡ୍ରାମା କରାଯାଉଥିଲା। ସବୁ ପ୍ରସଙ୍ଗରେ ତଦନ୍ତ ହେବା କଥା ବୋଲି କହିଛନ୍ତି ଜୟ ନାରାୟଣ ମିଶ୍ର ।

ନବ ଦାସ ହତ୍ୟାକାଣ୍ଡରେ ପୂର୍ବର ତଦନ୍ତ ପ୍ରକ୍ରିୟାକୁ କାଠଗଡାକୁ ଟାଣିଲେ ଜୟନାରାୟଣ । ଲାଟ୍ରିନ ଭିତରୁ କାଗଜ ବାହାରିବା ଘଟଣାକୁ ଡ୍ରାମା କହିଲେ ଜୟନାରାୟଣ । ଲାଟ୍ରିନ ଭିତରୁ ତିନି ଦିନ ପରେ କାଗଜ ବାହାରିବ କି ବୋଲି ପ୍ରଶ୍ନ କରିଛନ୍ତି । ଏସବୁ ବେକାର କଥା, ସେତେବେଳ କେବଳ ଡ୍ରାମା କରାଯାଉଥିଲା। ସବୁ ପ୍ରସଙ୍ଗରେ ତଦନ୍ତ ହେବା କଥା ବୋଲି କହିଛନ୍ତି ଜୟ ନାରାୟଣ ମିଶ୍ର ।

 

 

 

 

 

 

 

 

 

ସୌଜନ୍ୟ-ସମ୍ୱାଦ

Comments are closed.