Breaking News

ଭିଜିଲାନ୍ସ ଜାଲରେ ଜଟଣୀ ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀ

ଭିଜିଲାନ୍ସ ଜାଲରେ ଜଟଣୀ ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟମଣି ପାଟ୍ଟଯୋଶୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ବଡ଼ି ଭୋରରୁ ତାଙ୍କ ବାସଭବନ ସମେତ ୯ଟି ସ୍ଥାନରେ ଏକକାଳୀନ ଭିଜିଲାନ୍ସ ଚଢ଼ାଉ କରାଯାଉଛି।

ଜଟଣୀ: ଭିଜିଲାନ୍ସ ଜାଲରେ ଜଟଣୀ ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟମଣି ପାଟ୍ଟଯୋଶୀ। ଆଜି ବଡ଼ି ଭୋରରୁ ତାଙ୍କ ବାସଭବନ ସମେତ ୯ଟି ସ୍ଥାନରେ ଏକକାଳୀନ ଭିଜିଲାନ୍ସ ଚଢ଼ାଉ କରାଯାଉଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟମଣି ପାଟ୍ଟଯୋଶୀଙ୍କ କାର୍ଯ୍ୟାଳୟ ସମେତ ତାଙ୍କର ଗଞ୍ଜାମ ସୋରଡ଼ା ସ୍ଥିତ ବାସ ଭବନ, ଅଫିସ୍ କାର୍ଯ୍ୟାଳୟରେ ଚଢ଼ଉ କରୁଛି ଭିଜିଲାନ୍ସ ଟିମ୍। ଜଟଣୀ ସ୍ଥିତ ଅଫିସ୍ କାର୍ଯ୍ୟାଳୟରେ ବର୍ତ୍ତମାନ ଚଢ଼ଉ ଜାରି ରହିଛି।
ଅଫିସ୍ କାର୍ଯ୍ୟାଳୟରେ ଭିଜିଲାନ୍ସ ଟିମ୍ ଫାଇଲ୍ ପତ୍ର ଯାଞ୍ଚ କରୁଛି ଭିଜିଲାନ୍ସ।

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟମଣି ପାଟ୍ଟଯୋଶୀଙ୍କ କାର୍ଯ୍ୟାଳୟ ସମେତ ତାଙ୍କର ଗଞ୍ଜାମ ସୋରଡ଼ା ସ୍ଥିତ ବାସ ଭବନ, ଅଫିସ୍ କାର୍ଯ୍ୟାଳୟରେ ଚଢ଼ଉ କରୁଛି ଭିଜିଲାନ୍ସ ଟିମ୍। ଜଟଣୀ ସ୍ଥିତ ଅଫିସ୍ କାର୍ଯ୍ୟାଳୟରେ ବର୍ତ୍ତମାନ ଚଢ଼ଉ ଜାରି ରହିଛି। ଅଫିସ୍ କାର୍ଯ୍ୟାଳୟରେ ଭିଜିଲାନ୍ସ ଟିମ୍ ଫାଇଲ୍ ପତ୍ର ଯାଞ୍ଚ କରୁଛି ଭିଜିଲାନ୍ସ। ଏଣେ ସୋରଡ଼ାରେ ତାଙ୍କର ତିନିଟି ଘର ରହିଛି, ଯାହାକୁ ସେ ଭଡ଼ା ସୂତ୍ରରେ ଦେଇଥିବାର ସୂଚନା ରହିଛି। ‌ତେଣେ ତାଙ୍କ ସଂପର୍କୀୟଙ୍କ ଘରେ ବି ଭିଜିଲାନ୍ସ ଟିମ୍ ଚଢ଼ାଉ କୁଥିବା ଜଣାଯାଇଛି। ଏନେଇ ଅଧିକ ତଥ୍ୟକୁ ଅପେକ୍ଷା କରାଯାଇଛି।

ଏଣେ ସୋରଡ଼ାରେ ତାଙ୍କର ତିନିଟି ଘର ରହିଛି, ଯାହାକୁ ସେ ଭଡ଼ା ସୂତ୍ରରେ ଦେଇଥିବାର ସୂଚନା ରହିଛି। ‌ତେଣେ ତାଙ୍କ ସଂପର୍କୀୟଙ୍କ ଘରେ ବି ଭିଜିଲାନ୍ସ ଟିମ୍ ଚଢ଼ାଉ କରୁଥିବା ଜଣାଯାଇଛି। ଏନେଇ ଅଧିକ ତଥ୍ୟକୁ ଅପେକ୍ଷା କରାଯାଇଛି।

 

 

 

 

 

 

 

ସୌଜନ୍ୟ-ସମ୍ୱାଦ

Comments are closed.