Breaking News

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭେଟିଲେ ଫିଲ୍ମ ପ୍ରଯୋଜିକା ଏକତା କପୁର, ସାବରମତି ରିପୋର୍ଟ ଫିଲ୍ମ ଦେଖିବା ପାଇଁ କଲେ ନିମନ୍ତ୍ରଣ

ଭୁବନେଶ୍ଵର, ୦୩/୧୨ : ବିଧାନସଭାକୁ ଯାଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭେଟିଲେ ଫିଲ୍ମ ପ୍ରଯୋଜିକା ଏକତା କପୁର। ସାବରମତି ରିପୋର୍ଟ ଫିଲ୍ମ ଦେଖିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ଏକତା। ଏଥିସହ ଫିଲ୍ମକୁ ରାଜ୍ୟ ସରକାର କରମୁକ୍ତ କରିଥିବାରୁ ସେ ଧନ୍ୟବାଦ ଜଣାଇଛନ୍ତି।
ସୌଜନ୍ୟ-ପ୍ରମେୟ

Comments are closed.