ରାଜ୍ୟ

ରାଜ୍ୟରେ ଧୀରେ ଧୀରେ ସୁଧୁରୁଛି ବନ୍ୟାସ୍ଥିତି

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ ସୁଧାରୁଛି ବନ୍ୟାସ୍ଥିତି। ବିଭିନ୍ନ ନଦୀର ଜଳସ୍ତର କମିବାରେ ଲାଗିଛି। ବିଶେଷକରି ସୁବର୍ଣ୍ଣରେଖା ନଦୀରେ ମଧ୍ୟ ଜଳସ୍ତର ଧୀରେ ଧୀରେ ଖସୁଥିବା ସୂଚନା ଦେଇଛନ୍ତି ଏସ୍‌ଆର୍‌ସି।

ତେବେ ବନ୍ୟା ଯୋଗୁଁ ରାଜ୍ୟର ୬ଟି ଜିଲ୍ଲାର ୩୪ଟି ବ୍ଲକ ପ୍ରଭାବିତ ହୋଇଛି। ମୋଟ ୧୨ ଲକ୍ଷ ୮୭ ହଜାର ଲୋକ ବନ୍ୟାର ପ୍ରଭାବରେ ରହିଛନ୍ତି। ପରିସ୍ଥିତି ଉପରେ ପ୍ରଶାସନ ପକ୍ଷରୁ ନଜର ରଖାଯାଇଛି।

 

 

 

 

 

ସୌଜନ୍ୟ ସମାଜ

Show More

Leave a Reply

Your email address will not be published. Required fields are marked *

Back to top button