ଓଡିଶାଜିଲ୍ଲା

ସାତକୋଶିଆ ଗଣ୍ଡରେ ବଢ଼ିଲା କୁମ୍ଭୀର ସଂଖ୍ୟା: ଅଛନ୍ତି ୮୮ ମଗର, ୨୨ ଘଡ଼ିଆଳ

ଅନୁଗୁଳ ଜିଲ୍ଲା ସାତକୋଶିଆର ମହାନଦୀ ଗଣ୍ଡରେ ବଢ଼ିଛି କୁମ୍ଭୀର ସଂଖ୍ୟା। ଗତବର୍ଷ ତୁଳନାରେ ଉଭୟ ଘଡ଼ିଆଳ ଓ ମଗର ସଂଖ୍ୟା ବୃଦ୍ଧି ପାଇଥିବା ବନ ବିଭାଗ ପକ୍ଷରୁ କୁହାଯାଇଛି। ମହାନଦୀ ଗଣ୍ଡର ଉତ୍ତମ ବାତାବରଣ କୁମ୍ଭୀର ସଂଖ୍ୟା ବଢ଼ିବାର କାରଣ ବୋଲି କୁହାଯାଇଛି।

ଅନୁଗୁଳଅନୁଗୁଳଜିଲ୍ଲା ସାତକୋଶିଆର ମହାନଦୀ ଗଣ୍ଡରେ ବଢ଼ିଛି କୁମ୍ଭୀର ସଂଖ୍ୟା। ଗତବର୍ଷ ତୁଳନାରେ ଉଭୟ ଘଡ଼ିଆଳ ଓ ମଗର ସଂଖ୍ୟା ବୃଦ୍ଧି ପାଇଥିବା ବନ ବିଭାଗ ପକ୍ଷରୁ କୁହାଯାଇଛି। ମହାନଦୀ ଗଣ୍ଡର ଉତ୍ତମ ବାତାବରଣ କୁମ୍ଭୀର ସଂଖ୍ୟା ବଢ଼ିବାର କାରଣ ବୋଲି କୁହାଯାଇଛି। ଚଳିତ ମାସ ୬ ତାରିଖରୁ କୁମ୍ଭୀର ଗଣନା ଆରମ୍ଭ ହୋଇଥିଲା। ସାତକୋଶିଆ ମହାନଦୀ ଗଣ୍ଡର ପ୍ରାୟ ୨୨ କିମି ପର୍ଯ୍ୟନ୍ତ ଏହି ଗଣନା ହୋଇଥିଲା। ଏଥିପାଇଁ ୧୪ଟି ଟିମ୍‌ ଗଠନ ହୋଇଥିଲା।

Show More

Leave a Reply

Your email address will not be published. Required fields are marked *

Back to top button