ରାଜ୍ୟ

୩୦ରେ ହେବ ଓଏସ୍‌ଏସ୍‌ଟିଇଟି

କଟକ,୨୬ା୯(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଏଲିଜିବିଲିଟି ଟେଷ୍ଟ-୨୦୨୬ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ସେପ୍ଟେମ୍ବର ୩୦ରେ ଅନୁଷ୍ଠିତ ହେବ। ସେଦିନ ସକାଳ ୯ଟାରୁ ପୂର୍ବାହ୍ନ ୧୧.୩୦ ପର୍ଯ୍ୟନ୍ତ ଗୋଟିଏ ସିଟିଂରେ ପରୀକ୍ଷା ହେବ। ପରୀକ୍ଷା ଦିନ ସକାଳ ୭.୪୫ରେ ପରୀକ୍ଷାକେନ୍ଦ୍ରରେ ପହଞ୍ଚତ୍ବାକୁ ବୋର୍ଡ ପକ୍ଷରୁ ପରାମର୍ଶ ଦିଆଯାଇଛି। ଏଥିସହ ଗତ ୨୦ ତାରିଖରେ ବୋର୍ଡର ବିଜ୍ଞପ୍ତି ଅନୁଯାୟୀ ପରୀକ୍ଷାର୍ଥୀମାନଙ୍କ ଆଡମିଟ୍‌ କାର୍ଡ ଓ୍ବେବ୍‌ସାଇଟ୍‌ରେ ଉପଲବ୍ଧ ରହିଛି।

 

 

 

 

 

ସୌଜନ୍ୟ ଧରିତ୍ରୀ

Show More

Leave a Reply

Your email address will not be published. Required fields are marked *

Back to top button