Breaking News

୫ ହଜାର ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡ଼ିଲେ ଆର୍‌ଆଇ

ଭଦ୍ରକ ଜିଲ୍ଲା ଗଦି ରାଜସ୍ୱ ସର୍କଲର ରାଜସ୍ୱ ଅଧିକାରୀ ଗୁରୁବାର ଓଡିଶା ଭିଜିଲାନ୍ସ ହାତରେ ପଡ଼ିଛନ୍ତି। ସେ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଭିଜିଲାନ୍ସ ଟିମ୍ ତାଙ୍କୁ ଧରିଛି...

0

ଭଦ୍ରକ ଜିଲ୍ଲା ଗଦି ରାଜସ୍ୱ ସର୍କଲର ରାଜସ୍ୱ ଅଧିକାରୀ (ଆର୍‌ଆଇ) ଗୁରୁବାର ଦିନ ଓଡିଶା ଭିଜିଲାନ୍ସ ହାତରେ ପଡ଼ିଛନ୍ତି। ସେ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଭିଜିଲାନ୍ସ ଟିମ୍ ତାଙ୍କୁ ଧରିଛି। ଅଭିଯୁକ୍ତ ଆର୍‌ଆଇଙ୍କ ନାମ ଭାଗବତ ଖଟୁଆ ବୋଲି ଜଣାପଡିଛି।

ଖବର ଅନୁଯାୟୀ, ଭଦ୍ରକ ଜିଲ୍ଲାର ତିହିଡି ତହସିଲ ଅଧୀନରେ ଥିବା ରାଜସ୍ୱ ଇନ୍ସପେକ୍ଟର ଭାଗବତ ଖଟୁଆ, ୫ ହଜାର ଟଙ୍କା ଲାଞ୍ଚ ନେଉଥିବ‌ା ବେଳେ ଓଡିଶା ଭିଜିଲାନ୍ସ ତାଙ୍କୁ ଗିରଫ କରିଛି।

ସୌଜନ୍ୟ – ସମ୍ବାଦ

Leave A Reply

Your email address will not be published.