Breaking News

ସୁଭଦ୍ରା ଯୋଜନା ପାଇଁ ରାଜ୍ୟର ୧୫୭ ଜଣ ପୁରୁଷ ଆବେଦନ କରିଛନ୍ତି

ସୁଭଦ୍ରାକୁ ନେଇ ଆସିଲା ବଡ଼ ଖୁଲାସା କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ସୁଭଦ୍ରା ଯୋଜନା ପାଇଁ ରାଜ୍ୟର ୧୫୭ ଜଣ ପୁରୁଷ ଆବେଦନ କରିଛନ୍ତି। କିନ୍ତୁ ସେମାନଙ୍କୁ ଏଥିରୁ ବାଦ୍ ଦିଆଯାଇଛି।

ଭୁବନେଶ୍ବର: ସୁଭଦ୍ରାକୁ ନେଇ ଆସିଲା ବଡ଼ ଖୁଲାସା କରିଛନ୍ତି  ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ସୁଭଦ୍ରା ଯୋଜନା ପାଇଁ ରାଜ୍ୟର ୧୫୭ ଜଣ ପୁରୁଷ ଆବେଦନ କରିଛନ୍ତି।

ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆହୁରି କହିଛନ୍ତି, ଆଧାର କାର୍ଡର ଯେତେବେଳେ ବ୍ୟାଙ୍କ ଲିଙ୍କ ଡାଟା ଆସିଲା ସେତେବେଳେ ଏ ତଥ୍ୟ ସାମ୍ନାକୁ ଆସିଲା। ବେଳେବେଳେ ପୁଅ ନାଁ ଓ ଝିଅଙ୍କ ନାଁ ଏକା ଭଳି ଥାଏ। ସେମାନେ ଭୁଲବଶତଃ  ଆବେଦନ କରିଦେଇଥିବେ। କିନ୍ତୁ ସେମାନଙ୍କୁ ଏଥିରୁ ବାଦ୍ ଦିଆଯାଇଛି।

ସୌଜନ୍ୟ-ସମ୍ୱାଦ

Comments are closed.