ଓଡିଶା

Odisha Day: ଓଡ଼ିଶା ଦିବସ

ଏପ୍ରିଲ ୧ ତାରିଖ ସମସ୍ତ ଓଡ଼ିଆଙ୍କ ପାଇଁ ଏକ ଗର୍ବ ଓ ଗୌରବର ଦିନ। ଆଜିକୁ ଠିକ୍ ନଅ ଦଶନ୍ଧି ତଳେ ଓଡ଼ିଶା ଏକ ଭାଷାଭିତ୍ତିକ ସ୍ବତନ୍ତ୍ର ପ୍ରଦେଶ ରୂପେ ଜନ୍ମଲାଭ କରିଥିଲା। ଏହା ଆଧୁନିକ ଓଡ଼ିଶା ଇତିହାସର ସବୁଠାରୁ ସ୍ମରଣୀୟ ଘଟଣା।

ଏପ୍ରିଲ ୧ ତାରିଖ ସମସ୍ତ ଓଡ଼ିଆଙ୍କ ପାଇଁ ଏକ ଗର୍ବ ଓ ଗୌରବର ଦିନ। ଆଜିକୁ ଠିକ୍ ନଅ ଦଶନ୍ଧି ତଳେ ଓଡ଼ିଶା ଏକ ଭାଷାଭିତ୍ତିକ ସ୍ବତନ୍ତ୍ର ପ୍ରଦେଶ ରୂପେ ଜନ୍ମଲାଭ କରିଥିଲା। ଏହା ଆଧୁନିକ ଓଡ଼ିଶା ଇତିହାସର ସବୁଠାରୁ ସ୍ମରଣୀୟ ଘଟଣା। ଷୋଡ଼ଶ ଶତାବ୍ଦୀର ଦ୍ବିତୀୟାର୍ଦ୍ଧରୁ ଓଡ଼ିଶା ରାଜନୈତିକ ବିପର୍ଯ୍ୟୟ ଦେଇ ଗତି କରିଆସୁଥିଲା। ଓଡ଼ିଶାର କବି ଓ ଲେଖକଙ୍କର ସାହିତ୍ୟ ସାଧନା ଅବ୍ୟାହତ ରହିଥିବାରୁ ଓଡ଼ିଆ ଭାଷା-ସଂସ୍କୃତି ତିଷ୍ଠି ରହିଥିଲା। କିନ୍ତୁ ଊନବିଂଶ ଶତାବ୍ଦୀରେ ପାଶ୍ଚାତ୍ୟ ଶିକ୍ଷା ଓ ଛାପାଖାନାର ପ୍ରସାର ଫଳରେ ଓଡ଼ିଆ ଭାଷା ଓ ସଂସ୍କୃତି ବିପନ୍ନ ହୋଇପଡ଼ିଲା।

Show More

Leave a Reply

Your email address will not be published. Required fields are marked *

Back to top button