ଅପରାଧଜିଲ୍ଲାରାଜ୍ୟ

ପୁରୀରେ ହୋଟେଲ୍‌ ମାଲିକକୁ ହତ୍ୟା ; ଅଭିଯୁକ୍ତକୁ ପୁଲିସର ଏନ୍‌କାଉଣ୍ଟର

ପୁରୀରେ ହୋଟେଲ ମାଲିକଙ୍କୁ ହତ୍ୟା , ଅଭିଯୁକ୍ତ ଚନ୍ଦନ ପଲାରକୁ ପୁଲିସ୍‌ର ଏନ୍‌କାଉଣ୍ଟର । ଗୁରୁତର ଅବସ୍ଥାରେ ପୁରୀ ମେଡିକାଲରେ ଭର୍ତ୍ତି । ଗତକାଲି ବିଳମ୍ବିତ ରାତିରେ ଘଟିଥିଲା ହତ୍ୟାକାଣ୍ଡ ।

କନକ ବ୍ୟୁରୋ : ପୁରୀରେ ହୋଟେଲ ମାଲିକଙ୍କୁ ହତ୍ୟା , ଅଭିଯୁକ୍ତ ଚନ୍ଦନ ପଲାରକୁ ପୁଲିସ୍‌ର ଏନ୍‌କାଉଣ୍ଟର । ଗୁରୁତର ଅବସ୍ଥାରେ ପୁରୀ ମେଡିକାଲରେ ଭର୍ତ୍ତି । ଗତକାଲି ବିଳମ୍ବିତ ରାତିରେ ଘଟିଥିଲା ହତ୍ୟାକାଣ୍ଡ ।

ବଳିଆପଣ୍ଡା ଥାନା ଅଞ୍ଚଳରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ । ମୃତ ହୋଟେଲ ମାଲିକ ପବିତ୍ର ନାୟକ । ପବିତ୍ର ନାୟକଙ୍କ ବଳିଆପଣ୍ଡା ଅଞ୍ଚଳରେ ମନୋରମା ନାମକ ଏକ ହୋଟେଲ ରହିଛି । ପୁଲିସ ମୃତଦେହକୁ ଜବତ୍ କରି ଘଟଣାର ତଦନ୍ତ ଜାରି ରଖିଛି । ହତ୍ୟାକାଣ୍ଡର କାରଣ ସ୍ପଷ୍ଟ ହୋଇନାହିଁ।

 

 

ସୌଜନ୍ୟ KANAK NEWS

Show More

Leave a Reply

Your email address will not be published. Required fields are marked *

Back to top button