ରାଜ୍ୟ

Attack: ମାନସିକ ଅସୁସ୍ଥ ବ୍ୟକ୍ତିଙ୍କ ଟାଙ୍ଗିଆ ଆକ୍ରମଣରେ ଜଣେ ଗୁରୁତର, ଅଭିଯୁକ୍ତ ଅଟକ

ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ କରପା ପଞ୍ଚାୟତ ହିରସୁଳି ଗ୍ରାମରେ ବୁଧବାର ରାତିରେ ଜଣେ ମାନସିକ ଅସୁସ୍ଥ ବ୍ୟକ୍ତିଙ୍କ ଉନ୍ମତ୍ତ କାଣ୍ଡ ଯୋଗୁଁ ସମଗ୍ର ଗ୍ରାମରେ ଆତଙ୍କ ସୃଷ୍ଟି ହୋଇଥିଲା।

କଲ୍ୟାଣସିଂହପୁର:ରାୟଗଡ଼ାଜିଲ୍ଲା କଲ୍ୟାଣସିଂହପୁର ବ୍ଲକ କରପା ପଞ୍ଚାୟତ ହିରସୁଳି ଗ୍ରାମରେ ବୁଧବାର ରାତିରେ ଜଣେ ମାନସିକ ଅସୁସ୍ଥ ବ୍ୟକ୍ତିଙ୍କ ଉନ୍ମତ୍ତ କାଣ୍ଡ ଯୋଗୁଁ ସମଗ୍ର ଗ୍ରାମରେ ଆତଙ୍କ ସୃଷ୍ଟି ହୋଇଥିଲା। ଏହି ଘଟଣାରେ ଗ୍ରାମର ଜଣେ ବ୍ୟକ୍ତି ଟାଙ୍ଗିଆ ଆକ୍ରମଣରେ ଗୁରୁତର ହୋଇଥିବା ବେଳେ ପୁଲିସ ତଦନ୍ତ ଆରମ୍ଭ କରିଛି।

 

 

 

 

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button