ଦେଶ ବିଦେଶ
Subhendu Adhikari: ଆର୍ଜି କର ଦୁଷ୍କର୍ମ ଓ ହତ୍ୟା ମାମଲାର ପୁନଃ ତଦନ୍ତ ନିର୍ଦ୍ଦେଶ ଦେଲେ ଶୁଭେନ୍ଦୁ ଅଧିକାରୀ
ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ରବିବାର ଦୁଇ ବର୍ଷ ତଳେ ଆଜିର ଦିନ (ଅଗଷ୍ଟ ୯, ୨୦୨୪)ରେ କୋଲକାତାର ଆର୍ଜି କର ମେଡିକାଲ କଲେଜ ଓ ହସ୍ପିଟାଲର ଜଣେ ୩୧ ବର୍ଷୀୟ କନିଷ୍ଠ ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯିବା ଘଟଣାର ପୁନଃ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି

କୋଲକାତା: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ରବିବାର ଦୁଇ ବର୍ଷ ତଳେ ଆଜିର ଦିନ (ଅଗଷ୍ଟ ୯, ୨୦୨୪)ରେ କୋଲକାତାର ଆର୍ଜି କର ମେଡିକାଲ କଲେଜ ଓ ହସ୍ପିଟାଲର ଜଣେ ୩୧ ବର୍ଷୀୟ କନିଷ୍ଠ ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯିବା ଘଟଣାର ପୁନଃ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ସେତେବେଳେ ପଶ୍ଚିମବଙ୍ଗର ଏହି ଲଜ୍ଜାଜନକ ତଥା ଲୋମହର୍ଷକ ଘଟଣା ସମଗ୍ର ଦେଶକୁ ଦୋହଲାଇ ଦେଇଥିଲା।
ସୌଜନ୍ୟ ସମ୍ବାଦ




