ଦେଶ ବିଦେଶ

Climate conference: ସୂର୍ଯ୍ୟକ୍ଷେତ୍ର ଫାଉଣ୍ଡେସନ ଦ୍ୱାରା ଦିଲ୍ଲୀରେ ଜଳବାୟୁ ସମ୍ମିଳନୀ ଆୟୋଜନ

ଦେଶର ଅଗ୍ରଣୀ ସାମାଜିକ ଓ ଦାତବ୍ୟ ଅନୁଷ୍ଠାନ ‘ସୂର୍ଯ୍ୟକ୍ଷେତ୍ର ଫାଉଣ୍ଡେସନ ଅଫ୍ ଏଜୁକେସନାଲ୍ ଆଣ୍ଡ୍ ଚ୍ୟାରିଟେବଲ୍ ଟ୍ରଷ୍ଟ’ ପକ୍ଷରୁ ନୂଆଦିଲ୍ଲୀଠାରେ ‘ଜଳବାୟୁ ପରିବର୍ତ୍ତନ: ଆହ୍ୱାନ ଓ ଅବସର’ ଶୀର୍ଷକ ଏକ ଜାତୀୟ ସମ୍ମିଳନୀ ଆୟୋଜିତ ହୋଇଯାଇଛି।

ନୂଆଦିଲ୍ଲୀ: ଦେଶର ଅଗ୍ରଣୀ ସାମାଜିକ ଓ ଦାତବ୍ୟ ଅନୁଷ୍ଠାନ ‘ସୂର୍ଯ୍ୟକ୍ଷେତ୍ର ଫାଉଣ୍ଡେସନ ଅଫ୍ ଏଜୁକେସନାଲ୍ ଆଣ୍ଡ୍ ଚ୍ୟାରିଟେବଲ୍ ଟ୍ରଷ୍ଟ’ ପକ୍ଷରୁ ନୂଆଦିଲ୍ଲୀଠାରେ ‘ଜଳବାୟୁ ପରିବର୍ତ୍ତନ: ଆହ୍ୱାନ ଓ ଅବସର’ ଶୀର୍ଷକ ଏକ ଜାତୀୟ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏହି ସମ୍ମିଳନୀରେ ନୀତି ନିର୍ଦ୍ଧାରକ, ବୈଜ୍ଞାନିକ, ପରିବେଶବିତ୍, ଶିଳ୍ପପତି, ଶିକ୍ଷାବିତ୍ ଓ ସମାଜସେବୀମାନେ ଯୋଗଦେଇ ଜଳବାୟୁ ପରିବର୍ତ୍ତନ, ପରିବେଶ ସଂରକ୍ଷଣ ଏବଂ ନିରନ୍ତର ବିକାଶ ସାଧନ ଉଦ୍ଦେଶ୍ୟରେ ବିଭିନ୍ନ ପ୍ରସ୍ତାବ, ଯୋଜନା ଓ ଅଭିନବ ପଦକ୍ଷେପ ଉପରେ ବିସ୍ତୃତ ଆଲୋଚନା କରିଥିଲେ।

 

 

 

 

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button