ଦେଶ ବିଦେଶ

International Youth Day: ‘କେବଳ ଦେଶର ଭବିଷ୍ୟତ ନୁହଁନ୍ତି, ବରଂ ବର୍ତ୍ତମାନର ସବୁଠାରୁ ବଡ଼ ଶକ୍ତି’: ଅନ୍ତର୍ଜାତୀୟ ଯୁବ ଦିବସରେ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତା

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ସୁଭାଷିତ ସେୟାର କରିଛନ୍ତି। ଅଗଷ୍ଟ ୧୨ ଅନ୍ତର୍ଜାତୀୟ ଯୁବ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଭାରତୀୟ ଯୁବପିଢ଼ିଙ୍କୁ ଦେଶର ସବୁଠାରୁ ବଡ଼ ଶକ୍ତି ବୋଲି ମଧ୍ୟ ବର୍ଣ୍ଣନା କରିଛନ୍ତି।

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ସୁଭାଷିତ ସେୟାର କରିଛନ୍ତି। ଅଗଷ୍ଟ ୧୨ ଅନ୍ତର୍ଜାତୀୟ ଯୁବ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଭାରତୀୟ ଯୁବପିଢ଼ିଙ୍କୁ ଦେଶର ସବୁଠାରୁ ବଡ଼ ଶକ୍ତି ବୋଲି ମଧ୍ୟ ବର୍ଣ୍ଣନା କରିଛନ୍ତି। ଯୁବବର୍ଗମାନଙ୍କ ପ୍ରୟାସକୁ ପ୍ରଶଂସା କରି ପ୍ରଧାନମନ୍ତ୍ରୀ ପୋଷ୍ଟରେ ଲେଖିଛନ୍ତି, ଆମର ଯୁବ ବନ୍ଧୁମାନେ କେବଳ ଦେଶର ଭବିଷ୍ୟତ ନୁହଁନ୍ତି, ବରଂ ବର୍ତ୍ତମାନର ସବୁଠାରୁ ବଡ଼ ଶକ୍ତି ମଧ୍ୟ। ସେମାନେ ନିଜର ସମ୍ବେଦନଶୀଳତା, ସେବା ମନୋଭାବ ଏବଂ ଶକ୍ତି ଦ୍ବାରା ସାରା ବିଶ୍ୱରେ ନିଜର ଭିନ୍ନ ପରିଚିତି ସୃଷ୍ଟି କରିଛନ୍ତି।

 

 

 

 

 

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button