ଦେଶ ବିଦେଶ

Raksha Bandhan 2026: ଶ୍ରୀ ଜଗନ୍ନାଥଙ୍କୁ ରାଖୀ ବାନ୍ଧିଲେ ୨୦୦୦ରୁ ଅଧିକ ମହିଳା

ଛତିଶଗଡ଼ର ରାଜଧାନୀ ରାୟପୁରର ଗାୟତ୍ରୀନଗରସ୍ଥିତ ଜଗନ୍ନାଥ ମନ୍ଦିରରେ ପବିତ୍ର ରକ୍ଷାବନ୍ଧନ ଉତ୍ସବ ମହା ସମାରୋହରେ ପାଳନ କରାଯାଇଛି। ଏହି ଅବସରରେ ପ୍ରାୟ ୨୧୦୦ ଜଣ ମାତା ଓ ଭଉଣୀ, ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ବିଧିପୂର୍ବକ ଓ ଶ୍ରଦ୍ଧାର ସହିତ ରାଖୀ...

ରାୟପୁର: ଛତିଶଗଡ଼ର ରାଜଧାନୀ ରାୟପୁରର ଗାୟତ୍ରୀନଗରସ୍ଥିତ ଜଗନ୍ନାଥ ମନ୍ଦିରରେ ପବିତ୍ର ରକ୍ଷାବନ୍ଧନ ଉତ୍ସବ ମହା ସମାରୋହରେ ପାଳନ କରାଯାଇଛି। ଏହି ଅବସରରେ ପ୍ରାୟ ୨୧୦୦ ଜଣ ମାତା ଓ ଭଉଣୀ, ମହାପ୍ରଭୁ  ଶ୍ରୀ ଜଗନ୍ନାଥଙ୍କୁ ବିଧିପୂର୍ବକ ଓ ଶ୍ରଦ୍ଧାର ସହିତ ରାଖୀ ପିନ୍ଧାଇ ଥିଲେ। ଏହି ପବିତ୍ର ପାର୍ବଣ ଉପଲକ୍ଷେ ସମଗ୍ର ମନ୍ଦିର ପରିସର ହରିବୋଲ, ହୁଳହୁଳି ଓ ଜୟ ଜଗନ୍ନାଥ ଧ୍ୱନି, ବୈଦିକ ମନ୍ତ୍ରୋଚ୍ଚାର ତଥା ଆଧ୍ୟାତ୍ମିକ ଉଚ୍ଛ୍ଵାସରେ ମୁଖରିତ  ହୋଇଉଠିଥିଲା।

 

 

 

 

 

 

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button