ରାଜ୍ୟ
Labour Officer Arrested ଠିକାଦାରଠୁ ୨୦ହଜାର ଟଙ୍କା ଲାଞ୍ଚ ନେଇ ଶ୍ରମଅଧିକାରୀ ଗିରଫ
ବିଦ୍ୟୁତ୍ ଠିକାଦାରଙ୍କଠାରୁ ଅନୁମତିପତ୍ର ଦେବା ପାଇଁ ଅଭିଯୋଗ ଅନୁସାରେ ୨୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ କେନ୍ଦୁଝର ଜିଲ୍ଲା ଶ୍ରମ ଅଧିକାରୀ ଆକାଶ ବିଷୋୟୀ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି।

ଭୁବନେଶ୍ବର: ଜଣେ ବିଦ୍ୟୁତ୍ ଠିକାଦାର ନିକଟରୁ ୨୦ହଜାର ଟଙ୍କା ଲାଞ୍ଚ ନେଇ କେନ୍ଦୁଝରଜିଲ୍ଲା ଶ୍ରମ ଅଧିକାରୀ ଆକାଶ ବିଷୋୟୀ ରାଜ୍ୟ ଦୁର୍ନୀତି ନିବାରଣ ବିଭାଗ (ଭିଜିଲାନ୍ସ) ହାତରେ ରଙ୍ଗେହାତ ଧରାପଡ଼ିଛନ୍ତି।
ସୌଜନ୍ୟ ସମ୍ବାଦ




