ରାଜ୍ୟ

Judgement: ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନରେ ଛାଡ଼ିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ବହୁ ଚର୍ଚ୍ଚିତ ଆଇନଜୀବୀ ପୀତବାସ ପଣ୍ଡାଙ୍କ ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ହାଇକୋର୍ଟ ଜାମିନ ମଞ୍ଜୁର କରିିଛନ୍ତି। ଶ୍ରୀ ପଣ୍ଡାଙ୍କୁ ଗିରଫଦାରୀର ଆଧାର/କାରଣ ସଂକ୍ରାନ୍ତରେ ଗିରଫ ବେଳେ ଅବଗତ କରାଯାଇ ନଥିଲା ବୋଲି ଶୁଣାଣି ବେଳେ ସ୍ପଷ୍ଟ ହୋଇଥିଲା।

କଟକ: ବହୁ ଚର୍ଚ୍ଚିତ ଆଇନଜୀବୀ ପୀତବାସ ପଣ୍ଡାଙ୍କ ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ହାଇକୋର୍ଟ ଜାମିନ ମଞ୍ଜୁର କରିିଛନ୍ତି। ଶ୍ରୀ ପଣ୍ଡାଙ୍କୁ ଗିରଫଦାରୀର ଆଧାର/କାରଣ ସଂକ୍ରାନ୍ତରେ ଗିରଫ ବେଳେ ଅବଗତ କରାଯାଇ ନଥିଲା ବୋଲି ଶୁଣାଣି ବେଳେ ସ୍ପଷ୍ଟ ହୋଇଥିଲା।

 

 

 

 

 

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button