ରାଜ୍ୟ

Chief Justice: ଜଷ୍ଟିସ କୃଷ୍ଣରାମ ମହାପାତ୍ର ହେବେ ଛତିଶଗଡ଼ ହାଇକୋର୍ଟ ମୁଖ୍ୟ ବିଚାରପତି, ସୁପ୍ରିମକୋର୍ଟ କଲେଜିୟମଙ୍କ ସୁପାରିସ

ଓଡ଼ିଶା ହାଇକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ କୃଷ୍ଣ ରାମ ମହାପାତ୍ରଙ୍କୁ ଛତିଶଗଡ଼ ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପାଇଁ ସୁପ୍ରିମକୋର୍ଟ କଲେଜିୟମ ସୁପାରିସ କରିଛନ୍ତି।

କଟକ: ଓଡ଼ିଶା ହାଇକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ କୃଷ୍ଣ ରାମ ମହାପାତ୍ରଙ୍କୁ ଛତିଶଗଡ଼ ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପାଇଁ ସୁପ୍ରିମକୋର୍ଟ କଲେଜିୟମ ସୁପାରିସ କରିଛନ୍ତି। ସୁପ୍ରିମକୋର୍ଟ କଲେଜିୟମ ବୈଠକରେ ଏପରି ସୁପାରିସ ପାଇଁ ନିଷ୍ପତ୍ତି ନିଆଯାଇଥିବା ସୂଚନା ମିଳିଛି।

ଏପ୍ରିଲ ୧୭ରେ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଶପଥ ଗ୍ରହଣ କରିଥିଲେ

ଉଲ୍ଲେଖ ଯୋଗ୍ୟ ଯେ, ଜଷ୍ଟିସ କୃଷ୍ଣ ରାମ ମହାପାତ୍ର ୨୦୧୫, ଏପ୍ରିଲ ୧୭ରେ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଶପଥ ଗ୍ରହଣ କରିଥିଲେ।

 

 

 

 

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button