ରାଜ୍ୟ

College Student: କଲେଜ ପରିସରରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଗତକାଲି ରାତିରେ କଲେଜ ପରିସରରେ ତାଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ମିଳିଥିବା ସୂଚନା ରହିଛି । ଘଟଣା ପରେ ଚିନ୍ମୟଙ୍କ ପରିବାରକୁ ଖବର ଦିଆଯାଇଥିଲା । ପରେ ପରିବାର ପକ୍ଷରୁ ଫେଜ୍‌-୨ ଥାନାରେ ଲିଖିତ ଅଭିଯୋଗ କରାଯାଇଛି ।

କଟକ: ଗତକାଲି ରାତିରେ କଲେଜ ପରିସରରେ ତାଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ମିଳିଥିବା ସୂଚନା ରହିଛି । ଘଟଣା ପରେ ଚିନ୍ମୟଙ୍କ ପରିବାରକୁ ଖବର ଦିଆଯାଇଥିଲା । ପରେ ପରିବାର ପକ୍ଷରୁ ଫେଜ୍‌-୨ ଥାନାରେ ଲିଖିତ ଅଭିଯୋଗ କରାଯାଇଛି । ତେବେ ଘଟଣାକୁ ନେଇ ଚିନ୍ମୟଙ୍କ ପରିବାର ଗୁରୁତର ଅଭିଯୋଗ ଆଣିଛନ୍ତି। ତାଙ୍କ ପୁଅଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି । ତେବେ ଏହା ହତ୍ୟା ନା ଅନ୍ୟ କୌଣସି କାରଣରୁ ଛାତ୍ରଙ୍କ ମୃତ୍ୟୁ ହୋଇଛି, ସେନେଇ ତଦନ୍ତ ପରେ ହିଁ ସ୍ପଷ୍ଟ ଚିତ୍ର ସାମ୍ନାକୁ ଆସିବ । ଘଟଣାକୁ ନେଇ ପୁଲିସତଦନ୍ତ ଆରମ୍ଭ କରିଥିବା ବେଳେ ମୃତ୍ୟୁର ପ୍ରକୃତ କାରଣ ଏବେ ତଦନ୍ତର ବିଷୟ । ଚିନ୍ମୟଙ୍କ ଅକାଳ ମୃତ୍ୟୁରେ ପରିବାର ଓ ପରିଚିତଙ୍କ ମଧ୍ୟରେ ଶୋକର ଛାୟା ଖେଳିଯାଇଛି ।

ହତ୍ୟା ଅଭିଯୋଗ କରିଛନ୍ତି ପରିବାର ଲୋକେ

ଗତକାଲି ରାତିରେ କଲେଜ ପରିସରରେ ତାଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ମିଳିଥିବା ସୂଚନା ରହିଛି । ଘଟଣା ପରେ ଚିନ୍ମୟଙ୍କ ପରିବାରକୁ ଖବର ଦିଆଯାଇଥିଲା । ପରେ ପରିବାର ପକ୍ଷରୁ ଫେଜ୍‌-୨ ଥାନାରେ ଲିଖିତ ଅଭିଯୋଗ କରାଯାଇଛି । ତେବେ ଘଟଣାକୁ ନେଇ ଚିନ୍ମୟଙ୍କ ପରିବାର ଗୁରୁତର ଅଭିଯୋଗ ଆଣିଛନ୍ତି। ତାଙ୍କ ପୁଅଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି । ତେବେ ଏହା ହତ୍ୟା ନା ଅନ୍ୟ କୌଣସି କାରଣରୁ ଛାତ୍ରଙ୍କ ମୃତ୍ୟୁ ହୋଇଛି, ସେନେଇ ତଦନ୍ତ ପରେ ହିଁ ସ୍ପଷ୍ଟ ଚିତ୍ର ସାମ୍ନାକୁ ଆସିବ । ଘଟଣାକୁ ନେଇ ପୁଲିସ ତଦନ୍ତ ଆରମ୍ଭ କରିଥିବା ବେଳେ ମୃତ୍ୟୁର ପ୍ରକୃତ କାରଣ ଏବେ ତଦନ୍ତର ବିଷୟ । ଚିନ୍ମୟଙ୍କ ଅକାଳ ମୃତ୍ୟୁରେ ପରିବାର ଓ ପରିଚିତଙ୍କ ମଧ୍ୟରେ ଶୋକର ଛାୟା ଖେଳିଯାଇଛି ।

 

 

 

 

 

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button