ରାଜ୍ୟ

Judgement: ପାରାଦୀପ ବନ୍ଦରରେ ଏମ୍‌ଟି ୟୁନିଟି ଜାହାଜକୁ ଆରେଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ପାରାଦୀପ ବନ୍ଦରରେ ଏମ୍‌ଟି ୟୁନିଟି (ଆଇଏମଓ ୯୩୮୮୭୯୨) ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ବ୍ୟାବସାୟିକ ବିବା‌ଦକୁ ନେଇ ଇଣ୍ଟରଓସିନ ସିପିଙ୍ଗ୍‌ (ଇଣ୍ଡିଆ) ପ୍ରାଇଭେଟ ଲିମିଟେଡ ପକ୍ଷରୁ ଦାୟର ସାମୁଦ୍ରିକ ବିବାଦ ସଂପର୍କିତ ଆବେଦନର ହାଇକୋର୍ଟ ଶୁଣାଣି...

କଟକ:ପାରାଦୀପ ବନ୍ଦରରେ ଏମ୍‌ଟି ୟୁନିଟି (ଆଇଏମଓ ୯୩୮୮୭୯୨) ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ବ୍ୟାବସାୟିକ ବିବା‌ଦକୁ ନେଇ ଇଣ୍ଟରଓସିନ ସିପିଙ୍ଗ୍‌ (ଇଣ୍ଡିଆ) ପ୍ରାଇଭେଟ ଲିମିଟେଡ ପକ୍ଷରୁ ଦାୟର ସାମୁଦ୍ରିକ ବିବାଦ ସଂପର୍କିତ ଆବେଦନର ହାଇକୋର୍ଟ ଶୁଣାଣି କରି ପାରାଦୀପ ବନ୍ଦରରେ ଏମ୍‌ଟି ୟୁନିଟି (ଆଇଏମଓ ୯୩୮୮୭୯୨) ଜାହାଜକୁ ଗିରଫ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

 

 

 

 

 

 

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button