ରାଜ୍ୟ

Dubai: ଦୁବାଇରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗତକାଲି ରାତିରେ ଦୁବାଇରେ ପହଞ୍ଚିଛନ୍ତି l ଦୁବାଇରେ ତାଙ୍କୁ ବ୍ୟବସାୟିକ ପ୍ରତିନିଧିମଣ୍ଡଳୀ ଏବଂ ସେଠାରେ ବସବାସ କରୁଥିବା ଓଡ଼ିଆ ସମ୍ପ୍ରଦାୟର ସଦସ୍ୟମାନେ ଭବ୍ୟ ସ୍ୱାଗତ ଜଣାଇଥିଲେ।

ଦୁବାଇ /ଭୁବନେଶ୍ୱର: ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗତକାଲି ରାତିରେ ଦୁବାଇରେ ପହଞ୍ଚିଛନ୍ତି l ଦୁବାଇରେ ତାଙ୍କୁ ବ୍ୟବସାୟିକ ପ୍ରତିନିଧିମଣ୍ଡଳୀ ଏବଂ ସେଠାରେ ବସବାସ କରୁଥିବା ଓଡ଼ିଆ ସମ୍ପ୍ରଦାୟର ସଦସ୍ୟମାନେ ଭବ୍ୟ ସ୍ୱାଗତ ଜଣାଇଥିଲେ। ଆଜିଠାରୁ ଦୁବାଇରେ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ନିବେଶକ ଓ ଶିଳ୍ପ ପ୍ରତିନିଧିମାନଙ୍କ ସହ ବିଭିନ୍ନ ଉଚ୍ଚସ୍ତରୀୟ ଆଲୋଚନା ଆରମ୍ଭ ହେବ। ଏହି ଅବସରରେ ଓଡ଼ିଶାର ନିବେଶ ସୁଯୋଗ ଓ ଶିଳ୍ପ ସମ୍ଭାବନାକୁ ବିଶ୍ୱ ସମ୍ମୁଖରେ ପ୍ରଦର୍ଶିତ କରାଯିବ। ଉଲ୍ଲେଖ ଥାଉ କି ଗତକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆବୁଧାବିସ୍ଥିତ ଇଣ୍ଟରନ୍ୟାସନାଲ୍‌ ହୋଲ୍‌ଡିଂ କର୍ପୋରେସନ୍‌ (ଆଇଏଚ୍‌ସି) ମୁଖ୍ୟ କାର୍ଯ୍ୟାଳୟ ପରିଦର୍ଶନ କରି ନିବେଶ ସମ୍ପର୍କ ଅଭିଯାନ ଆରମ୍ଭ କରିଥିଲେ ।

 

 

 

 

 

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button