ଦେଶ ବିଦେଶ

Road Accident: ଟ୍ରକ୍‌, ବୋଲେରୋ ଧକ୍କା: ୩ ଶିଶୁଙ୍କ ସମେତ ୮ ମୃତ

ମହାରାଷ୍ଟ୍ରର ଭଣ୍ଡାରା ଜିଲ୍ଲାରେ ଶୁକ୍ରବାର ଭୋର ସମୟରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣାରେ ୩ ଜଣ ଶିଶୁଙ୍କ ସମେତ ୮ ଜଣଙ୍କର ମୃତ୍ୟୁ ହୋଇଛି। ଏକ ବୋଲେରୋ ଏବଂ ଆଇଚର ଟ୍ରକ୍‌ ମଧ୍ୟରେ ଧକ୍କା ଯୋଗୁଁ ଏହି ଦୁର୍ଘଟଣା ଘଟିଥିବା ପୁଲିସ କହିଛି।

ଭଣ୍ଡାରା:ମହାରାଷ୍ଟ୍ରର ଭଣ୍ଡାରା ଜିଲ୍ଲାରେ ଶୁକ୍ରବାର ଭୋର ସମୟରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣାରେ ୩ ଜଣ ଶିଶୁଙ୍କ ସମେତ ୮ ଜଣଙ୍କର ମୃତ୍ୟୁ ହୋଇଛି। ଏକ ବୋଲେରୋ ଏବଂ ଆଇଚର ଟ୍ରକ୍‌ ମଧ୍ୟରେ ଧକ୍କା ଯୋଗୁଁ ଏହି ଦୁର୍ଘଟଣା ଘଟିଥିବା ପୁଲିସ କହିଛି।

 

 

 

 

 

 

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button