ରାଜ୍ୟ
Landslides: ପୁଣି କେ ଆର୍ ଲାଇନରେ ଧସିଲା ପଥର; ଟ୍ରେନ୍ ଚଳାଚଳ ବାଧାପ୍ରାପ୍ତ
ରାୟଗଡା ଜିଲ୍ଲାରେ ଲଗାଣ ବର୍ଷା ପ୍ରଭାବରେ କେ ଆର ଲାଇନ ରେଳପଥରେ ପଥର ଧସି ଟ୍ରେନ ଚଳାଚଳ ବାଧାପ୍ରାପ୍ତ ହୋଉଛି I ଶିକରପାଇ ରେଳ ଷ୍ଟେସନ ନିକଟ ରେଳ ଟ୍ରାକ୍ ଉପରେ ପଥର ଖସିଥିବା କୁହାଯାଉଛିI

ରାୟଗଡ଼ା (ଶିବ ପ୍ରସାଦଦୋରା): ରାୟଗଡା ଜିଲ୍ଲାରେ ଲଗାଣ ବର୍ଷା ପ୍ରଭାବରେ କେ ଆର ଲାଇନ ରେଳପଥରେ ପଥର ଧସି ଟ୍ରେନ ଚଳାଚଳ ବାଧାପ୍ରାପ୍ତ ହୋଉଛି I ଶିକରପାଇ ରେଳ ଷ୍ଟେସନ ନିକଟ ରେଳ ଟ୍ରାକ୍ ଉପରେ ପଥର ଖସିଥିବା କୁହାଯାଉଛିI
ସୌଜନ୍ୟ ସମ୍ବାଦ




