ରାଜ୍ୟ

Earthquake : ଦେବଗଡ଼ରେ ଭୂକମ୍ପ ଝଟକା, ରିଆମାଳରେ ୩.୯ ତୀବ୍ରତାର ଭୂକମ୍ପ ଅନୁଭୂତ

ସୋମବାର ରାତି ପ୍ରାୟ ୧୦ଟା ୪୮ ମିନିଟ୍ ସମୟରେ ଏହି ଭୂକମ୍ପ ହୋଇଥିବା ବେଳେ ଏହା ତୀବ୍ରତା ରିକ୍ଟର ସ୍କେଲରେ ୩.୯ ରହିଥିବା ନେଇ ଜିଲ୍ଲା ଜରୁରୀକାଳୀନ ଅଧିକାରୀ ମୁକେଶ ଭୋଇ ସୂଚନା ଦେଇଛନ୍ତି।

ଦେବଗଡ଼: ଦେବଗଡ଼ ଜିଲାରେ ଭୂମିକମ୍ପ। ରିଆମାଳ ବ୍ଳକ ଚଡେଇମରା ଅଞ୍ଚଳରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ସୋମବାର ରାତି ପ୍ରାୟ ୧୦ଟା ୪୮ ମିନିଟ୍ ସମୟରେ ଏହି ଭୂକମ୍ପ ହୋଇଥିବା ବେଳେ ଏହା ତୀବ୍ରତା ରିକ୍ଟର ସ୍କେଲରେ ୩.୯ ରହିଥିବା ନେଇ ଜିଲ୍ଲା ଜରୁରୀକାଳୀନ ଅଧିକାରୀ ମୁକେଶ ଭୋଇ ସୂଚନା ଦେଇଛନ୍ତି। ଏହାସହିତ ଉକ୍ତ ଅଞ୍ଚଳର କିଛି କ୍ଷୟକ୍ଷତି ହୋଇ ନଥିବା ଜଣାପଡ଼ିଛି।

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button