ରାଜ୍ୟ

Review: ନବରାତ୍ରୀ ପୂର୍ବରୁ ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଭୁବନେଶ୍ୱରସ୍ଥିତ ପ୍ରସିଦ୍ଧ ଶିଖରଚଣ୍ଡୀ ମନ୍ଦିରର ପୂର୍ଣ୍ଣାଙ୍ଗ ବିକାଶ ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଆଗାମୀ ନବରାତ୍ରୀ ଏବଂ ଶୀତଦିନିଆ ପର୍ଯ୍ୟଟନ ଋତୁ ପୂର୍ବରୁ ଏହି ବୃହତ ପ୍ରକଳ୍ପ କାର୍ଯ୍ୟକୁ ଦ୍ରୁତଗତିରେ ସମ୍ପୂର୍ଣ୍ଣ କରିବାକୁ ସେ...

ଭୁବନେଶ୍ଵର: ଭୁବନେଶ୍ୱରସ୍ଥିତ ପ୍ରସିଦ୍ଧ ଶିଖରଚଣ୍ଡୀ ମନ୍ଦିରର ପୂର୍ଣ୍ଣାଙ୍ଗ ବିକାଶ ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଆଗାମୀ ନବରାତ୍ରୀ ଏବଂ ଶୀତଦିନିଆ ପର୍ଯ୍ୟଟନ ଋତୁ ପୂର୍ବରୁ ଏହି ବୃହତ ପ୍ରକଳ୍ପ କାର୍ଯ୍ୟକୁ ଦ୍ରୁତଗତିରେ ସମ୍ପୂର୍ଣ୍ଣ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି, ଯାହା ଦ୍ୱାରା ଶ୍ରଦ୍ଧାଳୁ ଓ ପର୍ଯ୍ୟଟକମାନେ ଉତ୍ତମ ସୁବିଧା ସୁଯୋଗ ପାଇପାରିବେ। ଏହି ସମୀକ୍ଷା ବୈଠକରେ ପର୍ଯ୍ୟଟନ ବିଭାଗର ପ୍ରମୁଖ ଶାସନ ସଚିବ ତଥା କମିଶନର ଶ୍ରୀ ବଲୱନ୍ତ ସିଂହଙ୍କ ସମେତ ବିଭାଗୀୟ ଉଚ୍ଚାଧିକାରୀ,  ଓ ଜନପ୍ରତିନିଧିମାନେ ଉପସ୍ଥିତ ଥିଲେ।

 

 

 

 

 

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button