ରାଜ୍ୟ
Meeting: କାର୍ଯ୍ୟରେ ଅବହେଳା କଲେ ଅଧିକାରୀଙ୍କ ଉପରେ ହେବ କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଚଳିତବର୍ଷ ମୌସୁମୀ ବର୍ଷାରେ ରାସ୍ତାଘାଟ ବ୍ୟାପକ କ୍ଷତିଗ୍ରସ୍ତ ହୋଇଛି। ଏପରିକି ଭୂସ୍ଖଳନ ଏବଂ ବନ୍ୟା ପରିସ୍ଥିତି ଯୋଗୁଁ ବହୁରାସ୍ତା ନଷ୍ଟ ହେବା ସହ ଧୋଇ ଯାଇଛି। ରାସ୍ତା ଓ ସେତୁଗୁଡ଼ିକର ତୁରନ୍ତ ମରାମତି ନେଇ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ...

ଭୁବନେଶ୍ୱର: ଚଳିତବର୍ଷ ମୌସୁମୀ ବର୍ଷାରେ ରାସ୍ତାଘାଟ ବ୍ୟାପକ କ୍ଷତିଗ୍ରସ୍ତ ହୋଇଛି। ଏପରିକି ଭୂସ୍ଖଳନ ଏବଂ ବନ୍ୟା ପରିସ୍ଥିତି ଯୋଗୁଁ ବହୁରାସ୍ତା ନଷ୍ଟ ହେବା ସହ ଧୋଇ ଯାଇଛି। ରାସ୍ତା ଓ ସେତୁଗୁଡ଼ିକର ତୁରନ୍ତ ମରାମତି ନେଇ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି।
ସୌଜନ୍ୟ ସମ୍ବାଦ




