ରାଜ୍ୟ

Dhanu Yatra: ପୂର୍ଣ୍ଣାଙ୍ଗ ପ୍ରାମାଣିକ ଚଳଚ୍ଚିତ୍ର ‘ମାମୁ ଘରକୁ ଯାତ୍ରା’ର ସ୍କ୍ରିନିଂ ଓ ସମ୍ବର୍ଦ୍ଧନା ଉତ୍ସବ

ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ଧନୁଯାତ୍ରାର ୭୯ ବର୍ଷର ସମୃଦ୍ଧ ପରମ୍ପରା ଓ ଏହା ସହ ଜଡ଼ିତ ଲୋକଙ୍କ ଭାବନା ଓ ଅନନ୍ୟ କଳାକୁ ନେଇ ପ୍ରସ୍ତୁତ ହୋଇଛି ଏକ ପୂର୍ଣ୍ଣାଙ୍ଗ ପ୍ରାମାଣିକ ଚଳଚ୍ଚିତ୍ର - ‘ମାମୁ ଘରକୁ ଯାତ୍ରା’। ଶନିବାର ସନ୍ଧ୍ୟାରେ ଭୁବନେଶ୍ୱରଠାରେ...

ଭୁବନେଶ୍ୱର: ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ଧନୁଯାତ୍ରାର ୭୯ ବର୍ଷର ସମୃଦ୍ଧ ପରମ୍ପରା ଓ ଏହା ସହ ଜଡ଼ିତ ଲୋକଙ୍କ ଭାବନା ଓ ଅନନ୍ୟ କଳାକୁ ନେଇ ପ୍ରସ୍ତୁତ ହୋଇଛି ଏକ ପୂର୍ଣ୍ଣାଙ୍ଗ ପ୍ରାମାଣିକ ଚଳଚ୍ଚିତ୍ର – ‘ମାମୁ ଘରକୁ ଯାତ୍ରା’। ଶନିବାର ସନ୍ଧ୍ୟାରେ ଭୁବନେଶ୍ୱରଠାରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏହି ଚଳଚ୍ଚିତ୍ରର ସ୍କ୍ରିନିଂ ଓ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି।

 

 

 

 

 

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button