ଦେଶ ବିଦେଶ

CEC: ମୁଖ୍ୟ ନିର୍ବାଚନ କମିସନର ଜ୍ଞାନେଶ କୁମାରଙ୍କ କାର୍ଯ୍ୟକାଳ ବାକି ରହିଛି କେତେ, କେବେ ନେବେ ଅବସର

ବିରୋଧୀ ଦଳ ମୁଖ୍ୟ ନିର୍ବାଚନ କମିସନର ଜ୍ଞାନେଶ କୁମାରଙ୍କ ବିରୋଧରେ ଏକତ୍ରିତ ହୋଇ ପ୍ରତିବାଦ କରୁଛନ୍ତି ଏବଂ ତାଙ୍କ ଇସ୍ତଫା ଦାବି କରୁଛନ୍ତି। ବିରୋଧୀ ଦଳ ସଂସଦରେ ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବ ଆଣିବାକୁ ମଧ୍ୟ ପ୍ରସ୍ତୁତ ହେଉଛନ୍ତି।

ନୂଆଦିଲ୍ଲୀ: ବିରୋଧୀ ଦଳ ମୁଖ୍ୟ ନିର୍ବାଚନ କମିସନର ଜ୍ଞାନେଶ କୁମାରଙ୍କ ବିରୋଧରେ ଏକତ୍ରିତ ହୋଇ ପ୍ରତିବାଦ କରୁଛନ୍ତି ଏବଂ ତାଙ୍କ ଇସ୍ତଫା ଦାବି କରୁଛନ୍ତି। ବିରୋଧୀ ଦଳ ସଂସଦରେ ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବ ଆଣିବାକୁ ମଧ୍ୟ ପ୍ରସ୍ତୁତ ହେଉଛନ୍ତି। ଭାରତୀୟ ଆଇନ ଅନୁଯାୟୀ, ସରକାରଙ୍କ ସମ୍ମତି ବିନା ସୁପ୍ରିମକୋର୍ଟ କିମ୍ବା ବିରୋଧୀ ଦଳ ଭାରତର ମୁଖ୍ୟ ନିର୍ବାଚନ କମିସନରଙ୍କୁ ହଟାଇ ପାରିବେ ନାହିଁ। ସଂସଦ ମୁଖ୍ୟ ନିର୍ବାଚନ କମିସନରଙ୍କୁ ହଟାଇ ପାରିବ, ପୁଣି ତାହା ଏକ ମହାଭିଯୋଗ ପ୍ରସ୍ତାବ ମାଧ୍ୟମରେ।

 

 

 

 

 

 

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button