ରାଜ୍ୟ

Workshop: ଜନସଞ୍ଚାର କୌଣସି ପ୍ରଶାସନିକ ଔପଚାରିକତା ନୁହେଁ ବରଂ ପ୍ରଶାସନର ଆଧାର

ଭୁବନେଶ୍ୱରସ୍ଥିତ ଲୋକସେବା ଭବନ ଠାରେ ଓଡ଼ିଶା ସୂଚନା ସେବା ଅଧିକାରୀମାନଙ୍କ ପାଇଁ ଏକ ଦିନିକିଆ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ପତ୍ର ସୂଚନା କାର୍ଯ୍ୟାଳୟ...

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଲୋକସେବା ଭବନ ଠାରେ ଓଡ଼ିଶା ସୂଚନା ସେବା (ଓଆଇଏସ) ଅଧିକାରୀମାନଙ୍କ ପାଇଁ ଏକ ଦିନିକିଆ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି) ଏବଂ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ (ସିବିସି)ର ଅତିରିକ୍ତ ମହାନିର୍ଦ୍ଦେଶକ ଅଖିଳ କୁମାର ମିଶ୍ର ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ଆଧୁନିକ ଗଣଯୋଗାଯୋଗ ତଥା ଜନ ସଞ୍ଚାର ପଦ୍ଧତି ସମ୍ପର୍କରେ ଓଆଇଏସ ଅଧିକାରୀମାନଙ୍କର ମାର୍ଗଦର୍ଶନ କରିଛନ୍ତି।

 

 

 

 

 

 

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button