ଖେଳ

Ranji Trophy: ରଣଜୀ ବେଳେ ‘ଭାରତ-ଏ’ର ବିଦେଶ ଗସ୍ତ ନେଇ ଭେଙ୍ଗସରକାରଙ୍କ ସମାଲୋଚନା

ରଣଜୀ ଟ୍ରଫି ଚାଲିଥିବା ସମୟରେ ‘ଭାରତ-ଏ’ ଦଳକୁ ନ୍ୟୁଜିଲାଣ୍ଡ ଗସ୍ତରେ ପଠାଇବା ନିଷ୍ପତ୍ତିର ସମାଲୋଚନା କରିଛନ୍ତି ପୂର୍ବତନ ଅଧିନାୟକ ଦିଲୀପ ଭେଙ୍ଗସରକାର। ଏହାଦ୍ୱାରା ଦେଶର ଏହି ପ୍ରମୁଖ ଘରୋଇ କ୍ରିକେଟ୍‌ ପ୍ରତିଯୋଗିତାର ଗୁରୁତ୍ୱ କମୁଥିବା ସେ କହିଛନ୍ତି।

ମୁମ୍ବାଇ: ରଣଜୀ ଟ୍ରଫି ଚାଲିଥିବା ସମୟରେ ‘ଭାରତ-ଏ’ ଦଳକୁ ନ୍ୟୁଜିଲାଣ୍ଡ ଗସ୍ତରେ ପଠାଇବା ନିଷ୍ପତ୍ତିର ସମାଲୋଚନା କରିଛନ୍ତି ପୂର୍ବତନ ଅଧିନାୟକ ଦିଲୀପ ଭେଙ୍ଗସରକାର। ଏହାଦ୍ୱାରା ଦେଶର ଏହି ପ୍ରମୁଖ ଘରୋଇ କ୍ରିକେଟ୍‌ ପ୍ରତିଯୋଗିତାର ଗୁରୁତ୍ୱ କମୁଥିବା ସେ କହିଛନ୍ତି।

 

 

 

 

 

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button