ଦେଶ ବିଦେଶ

In-Charge Headmaster Suspended ସିଡିରୁ ପଡ଼ି ଆଶ୍ରମ ବିଦ୍ୟାଳୟର ଛାତ୍ର ମୃତ୍ୟୁ ଘଟଣା: ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ନିଲମ୍ବିତ

ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକ ଜାମଗୁଡା ଆଶ୍ରମ ବିଦ୍ୟାଳୟରେ ସିଡ଼ିରୁ ପଡ଼ି ଚତୁର୍ଥ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ପରେ ଶିକ୍ଷା ବିଭାଗର ତଦନ୍ତ ରିପୋର୍ଟ ଆଧାରରେ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ନିଲମ୍ବିତ ହୋଇଛନ୍ତି।

ନବରଙ୍ଗପୁର/ଝରିଗାଁ: ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକ ଚାଟିଗୁଡା ପଞ୍ଚାୟତ ଅନ୍ତର୍ଗତ ଜାମଗୁଡା ଆଶ୍ରମ ବିଦ୍ୟାଳୟର ଜଣେ ଚତୁର୍ଥ ଶ୍ରେଣୀ ଛାତ୍ରଙ୍କ ସିଡିରୁ ଖସି ମୃତ୍ୟୁ ଘଟିଥିଲା। ଏହି ଘଟଣାରେ ଶିକ୍ଷା ବିଭଗ ପକ୍ଷରୁ ତଦନ୍ତ କରାଯାଇଥିଲା।  ତଦନ୍ତ ରିପୋର୍ଟ ଆଧାରରେ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଧନୁର୍ଜୟ ନାୟକଙ୍କୁ ନିଲମ୍ବିତ କରାଯାଇଛି।

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button