ଦେଶ ବିଦେଶ
JNU Harassment: ଜେଏନ୍ୟୁ ଯୌନ ନିର୍ଯାତନା ମାମଲା: କଂଗ୍ରେସ ସାଂସଦ ଆକୋଇଜାମଙ୍କୁ ସମନ
ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନ୍ୟୁ)ରୁ ଯୌନ ନିର୍ଯାତନା ଅଭିଯୋଗ ମାମଲାରେ ବହିଷ୍କୃତ ପ୍ରଫେସର ତଥା କଂଗ୍ରେସ ସାଂସଦ ଅଙ୍ଗୋମଚା ବିମୋଲ ଆକୋଇଜାମଙ୍କୁ ଗୁରୁବାର ପଚରାଉଚରା ପାଇଁ ଦିଲ୍ଲୀ ପୁଲିସ ସମନ ଜାରି କରି ନୋଟିସ କରିଛି।

ନୂଆଦିଲ୍ଲୀ: ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନ୍ୟୁ)ରୁ ଯୌନ ନିର୍ଯାତନା ଅଭିଯୋଗ ମାମଲାରେ ବହିଷ୍କୃତ ପ୍ରଫେସର ତଥା କଂଗ୍ରେସ ସାଂସଦ ଅଙ୍ଗୋମଚା ବିମୋଲ ଆକୋଇଜାମଙ୍କୁ ଗୁରୁବାର ପଚରାଉଚରା ପାଇଁ ଦିଲ୍ଲୀ ପୁଲିସ ସମନ ଜାରି କରି ନୋଟିସ କରିଛି।
ସୌଜନ୍ୟ ସମ୍ବାଦ




