ଦେଶ ବିଦେଶ

LK Advan: ହସ୍ପିଟାଲରେ ଭର୍ତ୍ତି ‌ହେଲେ ବରିଷ୍ଠ ବିଜେପି ନେତା ଏଲ୍‌କେ ଆଡଭାନୀ

ବରିଷ୍ଠ ବିଜେପି ନେତା ଲାଲ୍‌ କୃଷ୍ଣ ଆଡଭାନୀ ହଠାତ୍‌ ଅସୁସ୍ଥ ହୋଇ ପଡ଼ିଛନ୍ତି। ଶ୍ବାସନଳୀ ସଂକ୍ରମଣ ଯୋଗୁ ଆଡଭାନୀଙ୍କୁ ଆଜି ସନ୍ଧ୍ୟା ପ୍ରାୟ ୭ଟା ୩୦ ସମୟରେ ଦିଲ୍ଲୀର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ନୂଆଦିଲ୍ଲୀ: ବରିଷ୍ଠ ବିଜେପି ନେତା ଲାଲ୍‌ କୃଷ୍ଣ ଆଡଭାନୀ ହଠାତ୍‌ ଅସୁସ୍ଥ ହୋଇ ପଡ଼ିଛନ୍ତି। ଶ୍ବାସନଳୀ ସଂକ୍ରମଣ ଯୋଗୁ ଆଡଭାନୀଙ୍କୁ ଆଜି ସନ୍ଧ୍ୟା ପ୍ରାୟ ୭ଟା ୩୦ ସମୟରେ ଦିଲ୍ଲୀର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପଲ୍‌ମୋନାରି (ଫୁସ୍‌ଫୁସ୍‌) ବିଭାଗର ଏକ ଡାକ୍ତରୀ ଦଳ ଆଡଭାନୀଙ୍କର ଚିକିତ୍ସା କରୁଛନ୍ତି।

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button