ଦେଶ ବିଦେଶ

TV channels: ଟିଭି ଚ୍ୟାନେଲ୍‌ଙ୍କୁ କେନ୍ଦ୍ରର ଚେତାବନୀ: ଏଆଇ ଅପବ୍ୟବହାର ରୋକ

ଦେଶର ସମସ୍ତ ଘରୋଇ ସାଟେଲାଇଟ୍ ଟିଭି ଚ୍ୟାନେଲ୍ ପାଇଁ କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ଆଦେଶନାମା ଜାରି କରାଯାଇଛି। ଟିଭି ଚ୍ୟାନେଲ୍‌ଗୁଡ଼ିକୁ ‘ପ୍ରୋଗ୍ରାମ୍ କୋଡ୍’ କଡ଼ାକଡ଼ି ପାଳନ କରିବାକୁ ଏହି ନିର୍ଦ୍ଦେଶନାମାରେ କୁହାଯାଇଛି।

ନୂଆଦିଲ୍ଲୀ: ଦେଶର ସମସ୍ତ ଘରୋଇ ସାଟେଲାଇଟ୍ ଟିଭି ଚ୍ୟାନେଲ୍  ପାଇଁ କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ଆଦେଶନାମା ଜାରି କରାଯାଇଛି। ଟିଭି ଚ୍ୟାନେଲ୍‌ଗୁଡ଼ିକୁ ‘ପ୍ରୋଗ୍ରାମ୍ କୋଡ୍’ କଡ଼ାକଡ଼ି ପାଳନ କରିବାକୁ ଏହି ନିର୍ଦ୍ଦେଶନାମାରେ କୁହାଯାଇଛି। ଏହାର ଉଲ୍ଲଂଘନ କଲେ କେବୁଲ ଟେଲିଭିଜନ ନେଟ୍‌ୱର୍କ (ନିୟନ୍ତ୍ରଣ) ଆଇନ, ୧୯୯୫ ଅନୁଯାୟୀ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରଣାଳୟ ସ୍ପଷ୍ଟ ଚେତାବନୀ ଦେଇଛି। ବିଭିନ୍ନ ଘରୋଇ ଚ୍ୟାନେଲ୍ ଦ୍ୱାରା ପ୍ରୋଗ୍ରାମ୍ କୋଡ୍ ଏବଂ କେବୁଲ ଟେଲିଭିଜନ ନେଟ୍‌ୱର୍କ ନିୟମ ଉଲ୍ଲଂଘନ କରାଯାଉଥିବା ନଜରକୁ ଆସିବା ପରେ କେନ୍ଦ୍ର ସରକାର ଏହି ପଦକ୍ଷେପ ନେଇଛନ୍ତି।

 

 

 

 

 

 

 

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button