ରାଜ୍ୟ

RBI Data Centre: ଭାରତକୁ ଭୁବନେଶ୍ବର ନୂଆ ସଂସ୍ଥାନ ଦେଇଛି: ପ୍ରଧାନମନ୍ତ୍ରୀ ମୋଦୀ

ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଶୀର୍ବାଦରୁ ଭାରତକୁ ଭୁବନେଶ୍ବର ନୂଆ ସଂସ୍ଥାନ ଦେଇଛି। ଭୁବନେଶ୍ବରରେ ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆର ଡାଟା ସେଣ୍ଟର ଉଦ୍‌ଘାଟନ କରାଯାଇଛି। ସାଇବର ସାଇବର୍‌ ସୁରକ୍ଷା ପ୍ରଶିକ୍ଷଣ ପ୍ରତିଷ୍ଠାନ ଉଦ୍‌ଘାଟିତ ହୋଇଯାଇଛି।

ଭୁବନେଶ୍ବର: ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଶୀର୍ବାଦରୁ ଭାରତକୁ ଭୁବନେଶ୍ବର ନୂଆ ସଂସ୍ଥାନ ଦେଇଛି। ଭୁବନେଶ୍ବରରେ ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଆରବିଆଇ)ର ଡାଟା ସେଣ୍ଟର ଉଦ୍‌ଘାଟନ କରାଯାଇଛି। ସାଇବର ସାଇବର୍‌ ସୁରକ୍ଷା ପ୍ରଶିକ୍ଷଣ ପ୍ରତିଷ୍ଠାନ ଉଦ୍‌ଘାଟିତ ହୋଇଯାଇଛି। ଆଜିର ଦିନଟି ଓଡ଼ିଶା ପାଇଁ ଏକ ଗୁରୁତ୍ବପୂର୍ଣ୍ଣ ଦିନ। ଆଜିର କାର୍ଯ୍ୟକ୍ରମ ହେଉଛି ଏହାର ପ୍ରମାଣ। ଖୋର୍ଦ୍ଧା ଜିଲ୍ଲା ଜଟଣୀରେ ଆରବିଆଇ ଡାଟା ସେଣ୍ଟର ଏବଂ ସାଇବର୍‌ ସୁରକ୍ଷା ପ୍ରଶିକ୍ଷଣ ପ୍ରତିଷ୍ଠାନ’ର ଉଦ୍‌ଘାଟନୀ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହା କହିଛନ୍ତି।

ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି, ଆମ ପାଇଁ ବିକାଶ ଗୁରୁତ୍ବପୂର୍ଣ୍ଣ। ସହର ଠାରୁ ଦୂରରେ ରହୁଥିବା ଲୋକଙ୍କ ପାଖରେ ପହଞ୍ଚିବା ଆମର ଲକ୍ଷ୍ୟ। ଗରିବ ପରିବାର ମଧ୍ୟ ସମ୍ମାନର ବଞ୍ଚିବା ଆମର ଅନ୍ୟ ଲକ୍ଷ୍ୟ। ସମାରୋହରେ ରାଜ୍ୟପାଳ ବ୍ରଜମୋହନ ରାମ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, କେନ୍ଦ୍ର ଅର୍ଥମନ୍ତ୍ରୀ ନୀର୍ମଳା ସୀତାରମଣ, ଆର୍‌ବିଆଇ ଗଭର୍ଣ୍ଣର ସଞ୍ଜୟ ମାଲହୋତ୍ରା, ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ, ଜୁଏଲ ଓରାମ ପ୍ରମୁଖ ଉପସ୍ଥିତ ଥିଲେ।

 

 

 

 

 

 

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button