ରାଜ୍ୟ

Deadbody: ମୁଣ୍ଡ ବିହୀନ ମହିଳାଙ୍କ ମୃତଦେହ ଉଦ୍ଧାର

କେନ୍ଦ୍ରାପଡ଼ା ଜିଲ୍ଲା ମାର୍ଶାଘାଇ ଅନ୍ତର୍ଗତ କୁଦାନଗରୀ ଥାନା ମହାରକୁଳ ନିକଟ ଲୁଣା ନଦୀ ବନ୍ଧରୁ ଜଣେ ଅଜଣା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଉଦ୍ଧାର କରାଯାଇଛି।

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ାଜିଲ୍ଲା ମାର୍ଶାଘାଇ ଅନ୍ତର୍ଗତ କୁଦାନଗରୀ ଥାନା ମହାରକୁଳ ନିକଟ ଲୁଣା ନଦୀ ବନ୍ଧରୁ ଜଣେ ଅଜଣା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଉଦ୍ଧାର କରାଯାଇଛି।

ମୃତଦେହଟି ନଦୀ ବନ୍ଧ କଡ଼ରେ ପଡ଼ିଥିବା ଦେଖି ସ୍ଥାନୀୟ ଅଞ୍ଚଳରେ ଭୟ ଓ ଚାଞ୍ଚଲ୍ୟ ଖେଳିଯାଇଛି। ମହିଳାଙ୍କ ଶରୀରରୁ ମୁଣ୍ଡ ଅଲଗା ହୋଇଯାଇଥିବାରୁ ଏହା ଏକ ଏକପ୍ରକାର ଜଘନ୍ୟ ହତ୍ୟାକାଣ୍ଡବୋଲି ସନ୍ଦେହ କରାଯାଉଛି। ଖବର ଲେଖା ହେବା ବେଳକୁ ପୋଲିସ ଘଟଣାସ୍ଥଳରେ ପହଞ୍ଚି ନଥିବା ସୂଚନା ମିଳିଛି।

ପୋଲିସ ପହଞ୍ଚିବା ପରେ ମୃତଦେହର ପରିଚୟ ଏବଂ ପ୍ରକୃତ କାରଣ ସମ୍ପର୍କରେ ଅଧିକ ତଥ୍ୟ ଜଣାପଡ଼ିବ ବୋଲି ଆଶା କରାଯାଉଛି।

 

 

 

 

 

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button