ରାଜ୍ୟ

ମନ ମୋହିଲା ଓଡ଼ିଶୀ ନୃତ୍ୟ

ନୂଆଦିଲ୍ଲୀ: ଦିଲ୍ଲୀର ପ୍ରମୁଖ ସାଂସ୍କୃତିକ ଅନୁଷ୍ଠାନ ଓଡ଼ିଶୀ କେନ୍ଦ୍ର ୪୯ ତମ ବାର୍ଷିକ ଉତ୍ସବ ମହାସମାରୋହରେ ପାଳନ କରାଯାଇଛି। ଏହି ଭବ୍ୟ ଆୟୋଜନ ଉପଲକ୍ଷେ ଉତ୍ସବସ୍ଥଳ ଲୋଧୀ ଇଷ୍ଟେଟସ୍ଥିତ ଅଲିଆନ୍ସ ଫ୍ରନସେସର ପ୍ରେକ୍ଷାଳୟକୁ ଖୁବ ସୁନ୍ଦର ଭାବରେ ସଜା ଯାଇଥିବା ଦେଖା ଯାଇଥିଲା। ମହୋତ୍ସବରେ ସଂସ୍ଥାର ସାନ, ବାଳୁତ, ଯୁବ ଓ ବରିଷ୍ଠ କଳାକାର ମାନେ ଅଂଶଗ୍ରହଣ କରିଥିଲେ।

 

 

 

 

 

 

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button