ରାଜ୍ୟ

Ganjam Flood Damage: ବନ୍ୟା କ୍ଷୟକ୍ଷତିର ତ୍ୱରିତ ଓ ସ୍ୱଚ୍ଛ ଆକଳନ ସହ କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ଉପରେ ଗୁରୁତ୍ୱ

ଗଞ୍ଜାମ ଜିଲ୍ଲାରେ ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ବନ୍ୟା ଯୋଗୁଁ ହୋଇଥିବା କ୍ଷୟକ୍ଷତିର ସଠିକ ଆକଳନ କରି କ୍ଷତିଗ୍ରସ୍ତଙ୍କୁ ନିୟମାନୁଯାୟୀ ତ୍ୱରିତ ସରକାରୀ ସହାୟତା ପ୍ରଦାନ ନିମନ୍ତେ ବୁଧବାର ସନ୍ଧ୍ୟାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦ୍‌ଭାବନା ସମ୍ମିଳନୀ କକ୍ଷରେ...

ଛତ୍ରପୁର: ଗଞ୍ଜାମ ଜିଲ୍ଲାରେ ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ବନ୍ୟା ଯୋଗୁଁ ହୋଇଥିବା କ୍ଷୟକ୍ଷତିର ସଠିକ ଆକଳନ କରି କ୍ଷତିଗ୍ରସ୍ତଙ୍କୁ ନିୟମାନୁଯାୟୀ ତ୍ୱରିତ ସରକାରୀ ସହାୟତା ପ୍ରଦାନ ନିମନ୍ତେ ବୁଧବାର ସନ୍ଧ୍ୟାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦ୍‌ଭାବନା ସମ୍ମିଳନୀ କକ୍ଷରେ ଦକ୍ଷିଣାଞ୍ଚଳ ରାଜସ୍ୱ ଆୟୁକ୍ତ ବିଜୟ ଅମୃତ କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଭି. କୀର୍ତ୍ତି ଭାସନଙ୍କ ଉପସ୍ଥିତିରେ ଆୟୋଜିତ ଏହି ବୈଠକରେ ବିଭିନ୍ନ ବିଭାଗ ପକ୍ଷରୁ ଚାଲିଥିବା କ୍ଷୟକ୍ଷତି ଆକଳନର ଅଗ୍ରଗତି, ଆକଳନ ରିପୋର୍ଟ ଦାଖଲ ଓ କ୍ଷତିଗ୍ରସ୍ତଙ୍କୁ ସରକାରୀ ସହାୟତା ପ୍ରଦାନ ସମ୍ପର୍କରେ ବିସ୍ତୃତ ସମୀକ୍ଷା କରାଯାଇଥିଲା।

 

 

 

 

 

 

 

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button