ଦେଶ ବିଦେଶ

Melania Trump: ଆମେରିକାର ପ୍ରଥମ ମହିଳା ମେଲାନିଆ ଟ୍ରମ୍ପଙ୍କୁ ୟୁକ୍ରେନ୍‌ର ସର୍ବୋଚ୍ଚ ନାଗରିକ ସମ୍ମାନ

ଆମେରିକାର ପ୍ରଥମ ମହିଳା ମେଲାନିଆ ଟ୍ରମ୍ପଙ୍କୁ ୟୁକ୍ରେନ୍‌ ସର୍ବୋଚ୍ଚ ନାଗରିକ ସମ୍ମାନ ପ୍ରଦାନ କରିଛି। ରୁଷ୍‌-ୟୁକ୍ରେନ ଯୁଦ୍ଧବିରତି ପାଇଁ ମଧ୍ୟସ୍ଥତା, ରୁଷ୍‌ ଅଧିକୃତ ଅଞ୍ଚଳରୁ ସାଧାରଣ ନାଗରିକଙ୍କୁ ସୁରକ୍ଷିତ ଉଦ୍ଧାର କରିବା ଲାଗି କରିଥିବା ଉଦ୍ୟମ ପାଇଁ ୟୁକ୍ରେନ ରାଷ୍ଟ୍ରପତି...

କିଭ୍‌: ଆମେରିକାର ପ୍ରଥମ ମହିଳା ମେଲାନିଆ ଟ୍ରମ୍ପଙ୍କୁ ୟୁକ୍ରେନ୍‌ ସର୍ବୋଚ୍ଚ ନାଗରିକ ସମ୍ମାନ ପ୍ରଦାନ କରିଛି। ରୁଷ୍‌-ୟୁକ୍ରେନ ଯୁଦ୍ଧବିରତି ପାଇଁ ମଧ୍ୟସ୍ଥତା, ରୁଷ୍‌ ଅଧିକୃତ ଅଞ୍ଚଳରୁ ସାଧାରଣ ନାଗରିକଙ୍କୁ ସୁରକ୍ଷିତ ଉଦ୍ଧାର କରିବା ଲାଗି କରିଥିବା ଉଦ୍ୟମ ପାଇଁ ୟୁକ୍ରେନ ରାଷ୍ଟ୍ରପତି ବୋଲଡିମିର ଜେଲେନସ୍କି ତାଙ୍କୁ ଦେଶର ଏକ ସମ୍ମାନଜନକ ନାଗରିକ ପୁରସ୍କାର ‘ଅର୍ଡର ଅଫ୍‌ ପ୍ରିନ୍ସେସ୍‌ ଓଲଗା’ ସମ୍ମାନ ପ୍ରଦାନ କରିଛନ୍ତି।

 

 

 

 

 

 

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button