ଦେଶ ବିଦେଶ
Jail: ସୁପ୍ରିମକୋର୍ଟରେ ଆଜମ ଖାନ୍ କହିଲେ ମୁଁ ଜେଲ୍ରେ ମରିଯିବି : ଶୁଣାଣି ପାଇଁ କୋର୍ଟ ମନାକଲେ
ବରିଷ୍ଠ ସମାଜବାଦୀ ପାର୍ଟି ନେତା ଆଜମ ଖାନ୍ଙ୍କୁ ଆଜି ସୁପ୍ରିମକୋର୍ଟରେ ଶକ୍ତ ଝଟ୍କା ଲାଗିଛି। ଇଡି (ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ) ଦ୍ବାରା ଗିରଫକୁ ଚ୍ୟାଲେଞ୍ଜ କରି ଆଜମ ଖାନ୍ ସୁପ୍ରିମକୋର୍ଟରେ କରିଥିବା ଏକ ଆବେଦନର ଶୁଣାଣି କରିବାକୁ କୋର୍ଟ ମନା କରିଦେଇଛନ୍ତି।

ନୂଆଦିଲ୍ଲଊୀ: ବରିଷ୍ଠ ସମାଜବାଦୀ ପାର୍ଟି ନେତା ଆଜମ ଖାନ୍ଙ୍କୁ ଆଜି ସୁପ୍ରିମକୋର୍ଟରେ ଶକ୍ତ ଝଟ୍କା ଲାଗିଛି। ଇଡି (ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ) ଦ୍ବାରା ଗିରଫକୁ ଚ୍ୟାଲେଞ୍ଜ କରି ଆଜମ ଖାନ୍ ସୁପ୍ରିମକୋର୍ଟରେ କରିଥିବା ଏକ ଆବେଦନର ଶୁଣାଣି କରିବାକୁ କୋର୍ଟ ମନା କରିଦେଇଛନ୍ତି। ଆଜମଙ୍କ ଆବେଦନ ଆହ୍ଲାବାଦ ହାଇକୋର୍ଟକୁ ସ୍ଥାନାନ୍ତର କରିବାପାଇଁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
ସୌଜନ୍ୟ ସମ୍ବାଦ




