ରାଜ୍ୟ
Odisha CM Assures Support ବାତ୍ୟା ଅର୍ଣ୍ଣବ ଥଇଥାନ ପ୍ରସଙ୍ଗ: ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀଙ୍କୁ ଭେଟିଲେ ଗଞ୍ଜାମ ଜିଲ୍ଲାର ବିଧାୟକଗଣ
ବାତ୍ୟା ଅର୍ଣ୍ଣବ ଓ ପରବର୍ତ୍ତୀ ବନ୍ୟାରେ ଗଞ୍ଜାମର କ୍ଷୟକ୍ଷତି ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମନ୍ତ୍ରୀ ଓ ବିଧାୟକଙ୍କ ସହ ଆଲୋଚନା କରିଛନ୍ତି।

ଭୁବନେଶ୍ୱର: ବାତ୍ୟା ଅର୍ଣ୍ଣବ ଓ ତା ପରବର୍ତ୍ତୀ ବନ୍ୟା ପରିସ୍ଥିତି ଯୋଗୁଁ ଗଞ୍ଜାମଜିଲ୍ଲା ବ୍ୟାପକ କ୍ଷୟକ୍ଷତିର ସମ୍ମୁଖୀନ ହୋଇଛି । ଆଜି (ଗୁରୁବାର) ଲୋକସେବାଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସମ୍ପର୍କରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ, ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଓ ଗଞ୍ଜାମ ଜିଲ୍ଲାର ଅନ୍ୟ ବିଧାୟକମାନଙ୍କ ସହିତ ଆଲୋଚନା କରିଛନ୍ତି।
ସୌଜନ୍ୟ ସମ୍ବାଦ




