ରାଶିଫଳ

Horoscope 2026 November 13: ଜାଣନ୍ତୁ ଆଜିର ରାଶିଫଳ…

କାରବାରରେ ଏକ ଲୟ ତିଆରି କରି କାମ କରନ୍ତୁ ଲାଭ ହେବ। ଭାଇ ଭଉଣୀଙ୍କ ସହିତ ସମ୍ବନ୍ଧ ଭଲ ହେବ। ପ୍ରେମୀଯୁଗଳଙ୍କ ଲାଗି ଦିନଟି ଆନନ୍ଦମୟ ରହିବ। ଛାତ୍ରଛାତ୍ରୀ ପରିଶ୍ରମର ସଫଳତା ପାଇବେ। ଆପଣଙ୍କ ଜୀବନଜୀବିକା ପାଇଁ ଭଲ ଦିନଟିଏ।

‌ମେ‌ଷ: କାରବାରରେ ଏକ ଲୟ ତିଆରି କରି କାମ କରନ୍ତୁ ଲାଭ ହେବ। ଭାଇ ଭଉଣୀଙ୍କ ସହିତ ସମ୍ବନ୍ଧ ଭଲ ହେବ। ପ୍ରେମୀଯୁଗଳଙ୍କ ଲାଗି ଦିନଟି ଆନନ୍ଦମୟ ରହିବ। ଛାତ୍ରଛାତ୍ରୀ ପରିଶ୍ରମର ସଫଳତା ପାଇବେ।

Aries

ବୃଷ: ଆପଣଙ୍କ ଜୀବନଜୀବିକା ପାଇଁ ଭଲ ଦିନଟିଏ। ପରିବାର ଲୋକଙ୍କ ମଧ୍ୟରେ ମଧୁର ବାତାବରଣ ରହିବ। ଅଫିସର କୌଣସି କାମରେ ଦୂରସ୍ଥାନକୁ ଯିବେ। ଜମି ସମ୍ବନ୍ଧୀୟ କୌଣସି କାମ ସମାଧାନ ହେବ।  ‌‌ ‌ ‌

Taurus

ମିଥୁନ: କ୍ୟାରିୟରରେ ସଫଳତା ପାଇବେ। ଘରକୁ କୌଣସି ବନ୍ଧୁର ଆଗମନ ହେବ। ଛାତ୍ରଛାତ୍ରୀ ନିଜ ସଫଳତାର ଖୁବ୍ ନିକଟବର୍ତ୍ତୀ ହୋଇପାରିବେ। ଯାତୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ।

‌     ‌

Gemini

କର୍କଟ: ମନରେ କିଛି ନୂଆ କରିବାର ଆଗ୍ରହ ବଢ଼ିବ। ଆମଦାନିର ନୂଆ ଉତ୍ସ ପାଇବେ। ସମାଜର ଲୋକ ଆପଣଙ୍କ ବ୍ୟକ୍ତିତ୍ବରେ ପ୍ରସନ୍ନ ରହିବେ। କୌଣସି ଖବର ପାଇ ଖୁସିରେ ଆତ୍ମହରା ହେବେ। ବୈବାହିକ ଜୀବନ ସୁଖକର ହେବ।

Cancer
ସିଂହ: ଭାଗ୍ୟ ବଦଳାଇବା ପାଇଁ ସୁଯୋଗ ପାଇବେ। କୌଣସି ବଡ଼ ଉଦ୍ୟୋଗ ସହ ଡିଲ୍ ପକ୍କା ହେବ। ପ୍ରିୟଜନଙ୍କ ଠାରୁ ଉପହାର ପାଇବେ। ସଂଚାର କ୍ଷେତ୍ରରେ ଥିବା ଲୋକଙ୍କୁ ଲାଭ ମିଳିବ।

Leo

କନ୍ୟା: ଦୀର୍ଘଦିନରୁ ଲାଗି ରହିଥିବା ଘରୋଇ ସମସ୍ୟାର ସମାଧାନ ବାହାରିବ। ଶିକ୍ଷା ସମ୍ବନ୍ଧରେ ଦିନଟି ଭଲ ରହିବ। ବ୍ୟବସାୟୀଙ୍କ ମନରେ ଘୂରିବୁଲୁଥିବା ଯୋଜନା ସଫଳ ହେବ।

Virgo

ତୁଳା: ଚିଡ଼ିଚିଡ଼ାପଣ ଦୂର କରିବାକୁ ଚେଷ୍ଟା କରନ୍ତୁ। ବିବାହିତଙ୍କୁ ପରିବାର ସ୍ଥିତି ସମ୍ବନ୍ଧରେ ଭାବିବାକୁ ପଡ଼ିବ। ଚାକିରିଜୀବୀଙ୍କ ଲାଗି ଭଲ ଦିନଟିଏ। ଛାତ୍ରଛାତ୍ରୀଲେଖାପଢ଼ାରେ ମନୋ‌ଯୋଗ ଦିଅନ୍ତୁ।

Libra
ବିଛା: ଜୀବନସାଥୀ ଠାରୁ ଖୁସିଖବର ଶୁଣିବେ। କାରବାରରେ ଲାଗି ରହିଥିବା ସମସ୍ୟା ବାପାଙ୍କ ମାଧ୍ୟମରେ ଦୂର କରିବେ। ଜମିରେ ନିବେଶ ଲାଗି ଦିନଟି ଭଲ। ଘରକୁ କୌଣସି ବନ୍ଧୁ ଆସିବେ।

Scorpio

ଧନୁ: କୌଣସି ଜ୍ଞାନ କଥା ଶୁଣିବାକୁ ପାଇବେ। ନୂଆ କାମରେ ଆଗ୍ରହ ବଢ଼ିବ। ବିରୋଧୀ ପକ୍ଷ ଭ୍ରମିତ କରିବାକୁ ଚେଷ୍ଟା କରିବେ। ପ୍ରେମୀଯୁଗଳ ନିଜ ସାଥୀର ଭାବନାକୁ ବୁଝିବେ। ସ୍ବାସ୍ଥ୍ୟ ଠିକ୍ ରହିବ।

Sagittarius

ମକର: ନବବିବାହିତ ନିଜର ସାଥୀଙ୍କୁ କୌଣସି ଉପହାର ଦେବେ। ଚାକିରି ଖୋଜୁଥିବା ଲୋକଙ୍କ ପାଇଁ ଭଲ ଉଦ୍ୟୋଗରେ ଚାକିରିର ଡାକରା ଆସିବ। ଛାତ୍ରମାନେ ଫଳ ଚିନ୍ତା ନକରି ପରିଶ୍ରମ କରନ୍ତୁ।

Capricorn
କୁମ୍ଭ: ସାମାଜିକ ଉତ୍ସବରେ ସହଭାଗୀତା କରିବେ। ଗୃହିଣୀମାନଙ୍କ ମନ ଧର୍ମକାର୍ଯ୍ୟରେ ଲାଗି ରହିବ। ବ୍ୟବସାୟରେ କିଛି ନୂଆ କରିବା ପାଇଁ ମନରେ ବିଚାର ଆସିବ। ଅଫିସରେ ଆପଣ ସାବଧାନ ରହନ୍ତୁ।

Aquarius

ମୀନ: ଆପଣଙ୍କ ଶକ୍ତିର ସ୍ତର ଭଲ ରହିବ। ବେପାରରେ ଉନ୍ନତି ହେବ। ସାମାଜିକ କାର୍ଯ୍ୟରେ ସହଯୋଗ ଦିଅନ୍ତୁ ସମ୍ମାନ ବଢ଼ିବ। ଅଫିସରେ ଆପଣଙ୍କର ପ୍ରଦର୍ଶନ ପ୍ରଶଂସନୀୟ ହେବ।  ‌ ‌

Aquarius

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button