ରାଜ୍ୟ
Vigilance: ପୁଣି ଲାଞ୍ଚ ନେବାବେଳେ ଧରାପଡ଼ିଲେ ଯୁବ ଅଫିସର: ତହସିଲଦାରଙ୍କୁ ମାଡ଼ି ବସିଲା ଭିଜିଲାନ୍ସ
ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି କଳାହାଣ୍ଡି ଜିଲା ଗୋଲାମୁଣ୍ଡା ତହସିଲଦାର ଚନ୍ଦନ କୁମାର ନାୟକ। ଗୁରୁବାର ଜଣେ ବ୍ୟକ୍ତିଙ୍କଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଧରିଥିବା ଜଣାପଡ଼ିଛି

ଧର୍ମଗଡ: ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି କଳାହାଣ୍ଡି ଜିଲା ଗୋଲାମୁଣ୍ଡା ତହସିଲଦାର ଚନ୍ଦନ କୁମାର ନାୟକ। ଗୁରୁବାର ଜଣେ ବ୍ୟକ୍ତିଙ୍କଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଧରିଥିବା ଜଣାପଡ଼ିଛି l
ସୌଜନ୍ୟ ସମ୍ବାଦ




