Horoscope 2026 November 24: ଜାଣନ୍ତୁ ଆଜିର ରାଶିଫଳ…
ଦିମାକରେ ନୂଆ ନୂଆ ବିଚାର ଆସିବ। ସରକାରୀ କାମ ପୂରା ହେବ। ବିଲଡର୍ସଙ୍କୁ କୌଣସି ଠିକାରେ ଯଥେଷ୍ଟ ଲାଭ ହେବ। ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ। ବିଦ୍ୟାର୍ଥୀଙ୍କୁ ସଫଳତା ମିଳିପାରେ। ପୁରୁଣା ଚିନ୍ତା ସମାପ୍ତ ହେବ।

ମେଷ: ମନରେ ନୂଆ ନୂଆ ବିଚାର ଆସିବ। ସରକାରୀ କାମ ପୂରା ହେବ। ବିଲଡର୍ସଙ୍କୁ କୌଣସି ଠିକାରେ ଯଥେଷ୍ଟ ଲାଭ ହେବ। ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ। ବିଦ୍ୟାର୍ଥୀଙ୍କୁ ସଫଳତା ମିଳିପାରେ।
/sambad/media/post_attachments/sites/default/files/2026/09/26/1984617-1-3-5-599087.jpg)
ବୃଷ: ପୁରୁଣା ଚିନ୍ତା ସମାପ୍ତ ହେବ। ଚାକିରିରେ ମନଲାଖି ପରିବର୍ତ୍ତନ ହେବ। ଭ୍ରମଣ ସୁଖଦ ରହିବ। ପତ୍ନୀଙ୍କ ସହ ବ୍ୟବହାରରେ କୋମଳ ରଖନ୍ତୁ। ଛାତ୍ରୀଙ୍କ ଲାଗି ଦିନଟି ଭଲ ରହିବ।
/sambad/media/post_attachments/sites/default/files/2026/09/26/1984616-2-3-767498.jpg)
ମିଥୁନ: ପରିବାରରେ ଶାନ୍ତିର ବାତାବରଣ ରହିବ। ବଜାରରେ କିଛି ସାମଗ୍ରୀ କିଣିପାରନ୍ତି। କୌଣସି ଭଲ କାମ କରିବେ। କୋର୍ଟକଚେରି ମାମଲାରେ ଜୟଲାଭ କରିବେ। ଅପବ୍ୟୟ ଉପରେ ନିୟନ୍ତ୍ରଣ ରଖନ୍ତୁ।
/sambad/media/post_attachments/sites/default/files/2026/09/26/1984615-3-3-878080.jpg)
କର୍କଟ: ନିଜର ଭ୍ରାନ୍ତଧାରଣା ଦୂର କରିବେ। ଜମି ବ୍ୟବସାୟୀଙ୍କୁ ଭଲ ଲାଭ ହେବ। ଲେଖକ କୌଣସି ପୁସ୍ତକ ସମାପ୍ତ କରିବାରେ ସଫଳ ରହିବେ। ବୈବାହିକ ଜୀବନ ଖୁସିଭରା ରହିବ।
/sambad/media/post_attachments/sites/default/files/2026/09/26/1984614-4-3-229600.jpg)
ସିଂହ: ବନ୍ଧୁଠାରୁ ଭଲ ପରାମର୍ଶ ପାଇବେ। ସାମାଜିକ କାର୍ଯ୍ୟରେ ଯୋଗଦାନ ଦେବେ। ମହିଳା ଶିଳ୍ପୋଦ୍ୟୋଗୀଙ୍କ ଲାଗି ଦିନଟି ଭଲ। ନବବିବାହିତ ବାହାରକୁ ବୁଲି ଯିବେ। ଛାତ୍ରଛାତ୍ରୀ ଅଧିକ ପରିଶ୍ରମ କରନ୍ତୁ।
/sambad/media/post_attachments/sites/default/files/2026/09/26/1984613-5-3-398876.jpg)
କନ୍ୟା: ଜୀବନରେ ନୂଆ ପରିବର୍ତ୍ତନ ହୋଇପାରେ। ଅଫିସରେ ଆପଣଙ୍କର କର୍ତ୍ତୃତ୍ବ ବଢ଼ିବ। ପାରିବାରିକ ବାତାବରଣ ସକାରାତ୍ମକ ରହିବ। ଜୀବନସାଥୀଙ୍କ ଲାଗି ତାଙ୍କ ମନ ପସନ୍ଦର ବସ୍ତ୍ର କିଣିପାରନ୍ତି।
/sambad/media/post_attachments/sites/default/files/2026/09/26/1984612-6-3-648635.jpg)
ତୁଳା: କିଛି ନୂଆ କରିବା ଲାଗି ବିଚାର କରିବେ। ଅଫିସରେ କର୍ତ୍ତୃପକ୍ଷଙ୍କ କଥାକୁ ଧ୍ୟାନ ଦେଇ ଶୁଣନ୍ତୁ। ଅଳଙ୍କାର ବ୍ୟବସାୟୀଙ୍କୁ ଯଥେଷ୍ଟ ଲାଭ ହେବ। ସ୍ବାସ୍ଥ୍ୟ ପ୍ରତି ସଚେତ ରହନ୍ତୁ।
/sambad/media/post_attachments/sites/default/files/2026/09/26/1984611-7-3-389196.jpg)
ବିଛା: ଭାଗ୍ୟର ଦ୍ବାର ଖୋଲିବ। ଅନୁଭବୀ ବ୍ୟକ୍ତିଙ୍କ ପରାମର୍ଶରେ ବ୍ୟବସାୟର ଯଥେଷ୍ଟ ଲାଭ ହେବ। ରାଜନୀତିକ କାର୍ଯ୍ୟରେ ରୁଚି ନେବେ। ଯୋଗ ଅଭ୍ୟାସ କରାଉଥିବା ମହିଳାଙ୍କୁ ଗ୍ରାହକଙ୍କଠାରୁ ଯଥେଷ୍ଟ ଲାଭ ହେବ।
/sambad/media/post_attachments/sites/default/files/2026/09/26/1984610-8-3-709820.jpg)
ଧନୁ: କୌଣସି ଶୁଭ ସୂଚନା ପାଇବେ। ଅଧୁରା ଯୋଜନା ସଂପୂର୍ଣ୍ଣ କରିବା ଲାଗି ଉତ୍ତମ ସମୟ। ସମାଜ କାମ ପାଇଁ ପ୍ରସିଦ୍ଧି ବଢ଼ିବ। କଣ୍ଠଶିଳ୍ପୀଙ୍କ ଲାଗି ଭଲ ଦିନଟିଏ। ପ୍ରେମୀଯୁଗଳଙ୍କ ଲାଗି ସମୟ ଭଲ।
/sambad/media/post_attachments/sites/default/files/2026/09/26/1984609-9-3-952398.jpg)
ମକର: ମାନସିକ ରୂପେ ସୁସ୍ଥ ରହିବେ। ବ୍ୟବସାୟରେ ଯୋଜନାବଦ୍ଧ ରୂପେ କାମ କରିବେ। କଥା ହେବାବେଳେ ଭାଷା ଉପରେ ଧ୍ୟାନ ଦିଅନ୍ତୁ। ରାଜନୀତିରେ ଆର୍ଥିକ ଲାଭ ହେବ। ପ୍ରେମ ଜୀବନ ଭଲ ରହିବ।
/sambad/media/post_attachments/sites/default/files/2026/09/26/1984608-10-3-730626.jpg)
କୁମ୍ଭ: ବଡ଼ଙ୍କର ସ୍ନେହ ଓ ଆଶୀର୍ବାଦ ପାଇବେ। ଲାଗି ରହିଥିବା ସମସ୍ୟା କମ୍ ହେବ। ବ୍ୟବସାୟୀଙ୍କୁ ବଡ଼ ଅର୍ଡର ମିଳିପାରେ। ଜୀବନସାଥୀ ପାଇଁ କିଛି ବିଶେଷ କରିବେ। ଛାତ୍ରଙ୍କ ଲାଗି ଦିନଟି ଭଲ ରହିବ।
/sambad/media/post_attachments/sites/default/files/2026/09/26/1984607-11-3-332998.jpg)
ମୀନ: ଆପଣ ସବୁ ଚିନ୍ତାରୁ ମୁକ୍ତ ରହିବେ। କାମରେ ବାପାମାଆଙ୍କ ସାହାଯ୍ୟ ପାଇବେ। ଅଫିସରେ ନୂଆ ପଦ ମିଳିପାରେ। ଆର୍ଥିକ ସ୍ଥିତି ସ୍ବଚ୍ଛଳ ରହିବ। ଛାତ୍ରଛାତ୍ରୀ ଅଧ୍ୟୟନରେ ଭଲ ପରିଣାମ ପାଇବେ।
/sambad/media/post_attachments/sites/default/files/2026/09/26/1984607-11-3-720081.jpg)
ସୌଜନ୍ୟ ସମ୍ବାଦ




