Horoscope 2026 November 25: ଜାଣନ୍ତୁ ଆଜିର ରାଶିଫଳ…
ନକାରାତ୍ମକ ମାନସିକତା ଲୋକଙ୍କ ଠାରୁ ଦୂରରେ ରହନ୍ତୁ। ଆପଣଙ୍କର ସ୍ବାସ୍ଥ୍ୟ ଭଲ ରହିବ। ବ୍ୟବସାୟରେ ଭଲ ଲାଭ ହେବ। ତରବରିଆ ଭାବେ ନେଇଥିବା ନିଷ୍ପତ୍ତି ଭୁଲ୍ ହୋଇପାରେ। କୌଣସି ବନ୍ଧୁର ଆଗମନରେ ଘରେ ଖୁସିର ବାତାବରଣ ନିର୍ମାଣ ହେବ।

ମେଷ: ନକାରାତ୍ମକ ମାନସିକତା ଲୋକଙ୍କ ଠାରୁ ଦୂରରେ ରହନ୍ତୁ। ଆପଣଙ୍କର ସ୍ବାସ୍ଥ୍ୟ ଭଲ ରହିବ। ବ୍ୟବସାୟରେ ଭଲ ଲାଭ ହେବ। ତରବରିଆ ଭାବେ ନେଇଥିବା ନିଷ୍ପତ୍ତି ଭୁଲ୍ ହୋଇପାରେ।
/sambad/media/post_attachments/sites/default/files/2026/09/26/1984617-1-3-5-599087.jpg)
ବୃଷ: କୌଣସି ବନ୍ଧୁର ଆଗମନରେ ଘରେ ଖୁସିର ବାତାବରଣ ନିର୍ମାଣ ହେବ। ଆପଣଙ୍କ ଆର୍ଥିକ ସ୍ଥିତିରେ ମଜଭୁତ ଆସିବ। ପ୍ରତିଯୋଗୀ ପରୀକ୍ଷା ପାଇଁ ପ୍ରସ୍ତୁତ କରୁଥିବା ଛାତ୍ରଛାତ୍ରୀଙ୍କୁ ଭଲ ପରିଣାମ ହାସଲ ହେବ।
/sambad/media/post_attachments/sites/default/files/2026/09/26/1984616-2-3-767498.jpg)
ମିଥୁନ: ବେପାରରେ ନିବେଶ ପାଇଁ ଭଲ ଦିନଟିଏ। ସପ୍ଟଓୟାର ଇଂଜିନିୟର ନିଜର ଲକ୍ଷ୍ୟ ପୂରା କରିନେବେ। ଦାମ୍ପତ୍ୟ ଜୀବନ ସୁଖମୟ ରହିବ। ଶିକ୍ଷାର୍ଥୀ ପାଠପଢ଼ାରେ ଧ୍ୟାନ ଦିଅନ୍ତୁ।
/sambad/media/post_attachments/sites/default/files/2026/09/26/1984615-3-3-878080.jpg)
କର୍କଟ: ଅଫିସରେ ସହକର୍ମୀଙ୍କ ସହିତ ମିଳିମିଶି ରହିବା ଦରକାର। ଗରିବ ଲୋକଙ୍କୁ ଯଥାସମ୍ଭବ ସାହାଯ୍ୟ କରିବେ। ବ୍ୟବସାୟରେ ବଡ଼ ଡିଲ୍ ହୋଇପାରେ। ନବବିବାହିତ ଦମ୍ପତିଙ୍କ ସମ୍ବନ୍ଧରେ ମଧୁରତା ବଢ଼ିବ।
/sambad/media/post_attachments/sites/default/files/2026/09/26/1984614-4-3-229600.jpg)
ସିଂହ: ଜୀବନସାଥୀଠାରୁ କୌଣସି ଉପହାର ପାଇବେ। ପରିବାରରେ ସୁଖ ଶାନ୍ତିର ବାତାବରଣ ନିର୍ମାଣ ହେବ। ବ୍ୟବସାୟ କ୍ଷେତ୍ରରେ କୌଣସି ଅନୁଭବୀ ବ୍ୟକ୍ତିଙ୍କର ପରାମର୍ଶ ପାଇବେ।
/sambad/media/post_attachments/sites/default/files/2026/09/26/1984613-5-3-398876.jpg)
କନ୍ୟା: ଅଫିସରେ ଆପଣଙ୍କ କାମ ବଦଳିପାରେ। କୌଣସି ଜିନିଷକୁ ନେଇ ବହୁତ ଉତ୍ସାହିତ ରହିବେ। ରାଜନୀତିରେ ଆପଣଙ୍କର ମାନସମ୍ମାନ ବଢ଼ିବ। ଛାତ୍ରଛାତ୍ରୀ ଲେଖାପଢ଼ାରେ ଅଧିକ ସମୟ ଦିଅନ୍ତୁ।
/sambad/media/post_attachments/sites/default/files/2026/09/26/1984612-6-3-648635.jpg)
ତୁଳା: ଧୈର୍ଯ୍ୟ ଧରି ରହିଲେ ଆପଣଙ୍କର ଅଧୁରା କାର୍ଯ୍ୟ ସଂପୂର୍ଣ୍ଣ ହୋଇଯିବ। ଆପଣଙ୍କର ଭାଇ ଆପଣଙ୍କୁ ସାହାଯ୍ୟ ମାଗିପାରନ୍ତି। ବ୍ୟବସାୟ ଭଲଭାବେ ଆଗକୁ ବଢ଼ିବ। ଅଫିସରେ ପଦୋନ୍ନତି ହେବାର ସୁଯୋଗ ଅଛି।
/sambad/media/post_attachments/sites/default/files/2026/09/26/1984611-7-3-389196.jpg)
ବିଛା: ମିଡିଆ କ୍ଷେତ୍ରରେ ଥିବା ଲୋକ ଭଲଖବର ପାଇବେ। ଚାକିରି ସମ୍ବନ୍ଧୀୟ କୌଣସି ବଡ଼ ନିଷ୍ପତ୍ତି ନେଇ ପାରନ୍ତି। ଜୀବନସାଥୀ ସହିତ ରାତ୍ରିଭୋଜନ ପାଇଁ ହୋଟେଲ୍ ଯିବାର ଯୋଜନା କରିବେ।
/sambad/media/post_attachments/sites/default/files/2026/09/26/1984610-8-3-709820.jpg)
ଧନୁ: ଆପଣଙ୍କ ଭାଇ ଆପଣଙ୍କର କୌଣସି କାମରେ ସାହାଯ୍ୟ କରିବେ। ନୂତନ ଚିନ୍ତାଧାରରେ ବ୍ୟବସାୟ ଆଗକୁ ବଢ଼ାଇପାରନ୍ତି। ଶତ୍ରୁ ଦବି ରହିବେ। ରାଜନୀତିକ ନେତାଙ୍କ ଲାଗି ଦିନଟି ଭଲ।
/sambad/media/post_attachments/sites/default/files/2026/09/26/1984609-9-3-952398.jpg)
ମକର: ନୂଆ ବେପାର ଆରମ୍ଭ କରିବା ପୂର୍ବରୁ ଆପଣଙ୍କର ବଡ଼ଙ୍କ ଠାରୁ ପରାମର୍ଶ ଅବଶ୍ୟ ନିଅନ୍ତୁ। ଅଫିସରେ ଅଧୁରା କାର୍ଯ୍ୟ ପୂରା ହେବ। ଦାମ୍ପତ୍ୟ ସମ୍ବନ୍ଧରେ ମିଷ୍ଟତା ବଜାୟ ରହିବ।
/sambad/media/post_attachments/sites/default/files/2026/09/26/1984608-10-3-730626.jpg)
କୁମ୍ଭ: ବେପାରର ଗତି ବଢ଼ାଇବା ଲାଗି ଯୋଜନା ପ୍ରସ୍ତୁତ କରିବେ। ଶିକ୍ଷକଙ୍କର ଦରମା ବୃଦ୍ଧି ହେବ। ରାଜନୀତିକ ଲୋକ କୌଣସି ସମାରୋହରେ ନିଜର କଥା ରଖିବେ। ଅଚାନକ ଧନଲାଭର ସମ୍ଭାବନା।
/sambad/media/post_attachments/sites/default/files/2026/09/26/1984607-11-3-332998.jpg)
ମୀନ: କାରବାର ଆଗକୁ ବଢ଼ାଇବା ପାଇଁ ବିଚାର ପ୍ରସ୍ତୁତ କରିବେ। ରାଜନୀତି କ୍ଷେତ୍ରରେ ଥିବା ଲୋକଙ୍କୁ କୌଣସି ଭଲ ପଦ ମିଳିବ। ଜୀବନସାଥୀ ସହିତ ବାହାରକୁ ବୁଲିଯିବେ। ଆବଶ୍ୟକତା ଅନୁସାରେ ଖର୍ଚ୍ଚ କରନ୍ତୁ।
/sambad/media/post_attachments/sites/default/files/2026/09/26/1984607-11-3-720081.jpg)
ସୌଜନ୍ୟ ସମ୍ବାଦ




