Breaking News

ହେନେରୀ-ୱିଲିୟମଙ୍କ ଘାତକ ବୋଲିଂ: ୪୬ ରନ୍‌ରେ ଟିମ୍ ଇଣ୍ଡିଆ ଅଲ୍ଆଉଟ୍

ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚର ଦ୍ୱିତୀୟ ଦିନର ଖେଳରେ ଟିମ୍ ଇଣ୍ଡିଆ ଧରାଶାୟୀ ହୋଇଛି। ନ୍ୟୁଜିଲ୍ୟାଣ୍ଡର ହେନେରୀ ଏବଂ ୱିଲିୟମଙ୍କ ଘାତକ ବୋଲିଂ ଆଗରେ ଟିମ୍ ଇଣ୍ହିଆର ୫ ଜଣ ବ୍ୟାଟ୍ସ ମ୍ୟାନ ଖାତା ନ ଖୋଲି ପାରି ପାଭିଲିୟନ ଫେରିଛନ୍ତି...

0

ବେଙ୍ଗାଲୁରୁ: ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚର ଦ୍ୱିତୀୟ ଦିନର ଖେଳରେ ଟିମ୍ ଇଣ୍ଡିଆ ଧରାଶାୟୀ ହୋଇଛି।
ନ୍ୟୁଜିଲ୍ୟାଣ୍ଡର ହେନେରୀ ଏବଂ ୱିଲିୟମଙ୍କ ଘାତକ ବୋଲିଂ ଆଗରେ ଟିମ୍ ଇଣ୍ହିଆର ୫ ଜଣ ବ୍ୟାଟ୍ସ ମ୍ୟାନ ଖାତା ନ ଖୋଲି ପାରି ପାଭିଲିୟନ ଫେରିଛନ୍ତି। ବର୍ଷା ଯୋଗୁ ପ୍ରଥମ ଦିନର ଖେଳ ବାତିଲ କରାଯାଇଥିଲା ।

ଦ୍ବିତୀୟ ଦିନର ଖେଳରେ ଏମ୍ ଚେନାସ୍ବାମୀ ଷ୍ଟାଡିୟମ୍‌ରେ ଜଣଙ୍କ ପରେ ଜଣେ ଭାରତୀୟ ବ୍ୟାଟ୍ସମ୍ୟାନ ପାଭିଲିୟନ ମୁହାଁ ହୋଇଥିଲେ। ୩୧.୨ ଓଭର ଟିମ୍ ଇଣ୍ଡିଆ ମାତ୍ର ୪୬ ରନ୍‌ରେ ୧୦ ୱିକେଟ ହରାଇଛି।

ନ୍ୟୁଜିଲ୍ୟାଣ୍ଡ ଦଳ ଚମତ୍କାର ବୋଲିଂ କରିଥିଲେ। ହେନେରୀ ଏବଂ ୱିଲିୟମ ଭାରତୀୟ ବ୍ୟାଟ୍ସମ୍ୟାନ୍‌ମାନଙ୍କୁ ମୁକ୍ତ ଭାବେ ଖେଳିବାର ସୁଯୋଗ ଦେଇ ନ ଥିଲେ।

ସୌଜନ୍ୟ – ସମ୍ବାଦ

Leave A Reply

Your email address will not be published.