Breaking News

ଜାନୁଆରି ପ୍ରଥମ ସପ୍ତାହରେ ହିତାଧିକାରୀଙ୍କୁ ମିଳିବ ଗହମ: ଖାଦ୍ୟ ଯୋଗାଣ ମନ୍ତ୍ରୀ

ରାଜ୍ୟରେ ଜାନୁଆରି ପ୍ରଥମ ସପ୍ତାହରେ ହିତାଧିକାରୀଙ୍କୁ ଗହମ ମିଳିବ। ଏନେଇ ବିଭାଗ ତରଫରୁ ପ୍ରସ୍ତୁତି ଜାରି ରହିଛି। କେଉଁ ଜିଲ୍ଲା ପାଇଁ କେତେ ଗହମ ଆବଶ୍ୟକ ତାହାର ହିସାବ ଜିଲ୍ଲା ଅଧିକାରୀ ଦେବେ...

0

ଭୁବନେଶ୍ବର: ରାଜ୍ୟରେ ଜାନୁଆରି ପ୍ରଥମ ସପ୍ତାହରେ ହିତାଧିକାରୀଙ୍କୁ ଗହମ ମିଳିବ। ଏନେଇ ବିଭାଗ ତରଫରୁ ପ୍ରସ୍ତୁତି ଜାରି  ରହିଛି। କେଉଁ ଜିଲ୍ଲା ପାଇଁ କେତେ ଗହମ ଆବଶ୍ୟକ ତାହାର ହିସାବ ଜିଲ୍ଲା ଅଧିକାରୀ ଦେବେ ।

ଲୋକଙ୍କ ଚାହିଦା ହିସାବରେ ଗହମ ଦିଆଯିବ। ଏସମ୍ପର୍କରେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ସୂଚନା ପ୍ରଦାନ କରିଛନ୍ତି। ଇ-କେୱାଇସି ପ୍ରକ୍ରିୟା ଅନ୍ତିମ ପର୍ଯାୟରେ ପହଞ୍ଚିଛି। ପାଖାପାଖି ୮୫ ପ୍ରତିଶତ ଲୋକଙ୍କ ଇ-କେୱାଇସି ପ୍ରକ୍ରିୟା ସରିଲାଣି।

 

ସୌଜନ୍ୟ – ସମ୍ବାଦ

Leave A Reply

Your email address will not be published.